-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଜିଲ୍ଲା

ବୈଦ୍ୟନାଥ ଛକରୁ ୨୧୫ ବୋତଲ କଫ ସିରଫ ଜବତ* *ବାଇକ୍ ଜବତ ସହ ଜଣେ ଗିରଫ*-

21-Nov-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଅବକାରୀ ବିଭାଗର ଏକ ଟିମ ବୈଦ୍ୟନାଥ ଛକ୍‌ଠାରେ ଚଢଉ କରି ୨୧୫ ବୋତଲ କଫ୍ ସିରଫ ଜବତ କରିବା ସହ ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ତରଭା ଥାନା ଅନ୍ତର୍ଗତ ଝାରତରଭା, ତେଲିପଡାର ଓମ୍ ପ୍ରସାଦ ଦଳବେହେରା ହୋଇଥିବା ବେଳେ ଏହି କଫ ସିରଫ ଚାଲାଣରେ ବ୍ୟବହୃତ ଏକ ବାଇକକୁ ମଧ୍ୟ ବିଭାଗ ଜବତ କରିଛି। ଏ ନେଇ ଅବକାରୀ ବିଭାଗ ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟଚାଲାଣ କରିଥିବା ସୂଚନା ମିଳିଛି। ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ଇନ୍ସପେକ୍ଟର ପ୍ରକାଶ କୁମାର ସା, ଇନ୍ସପେକ୍ଟର ହରପ୍ରସାଦ ରଣା, ଏସଆଇ ସାନ୍ତନୁ ପଟ୍ଟନାୟକ, ଏସ୍‌ଆଇ ବିଶ୍ୱନାଥ ଭୋଇ, ଏଏସଆଇ ସନ୍ତୋଷ ସାହୁ ପ୍ରମୁଖ କର୍ମଚାରୀ ଏହି ଚଢଉରେ ସାମିଲ୍ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like