-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

କୋଶଳ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ତରଫରୁ ଡ୍ରପ ଆଉଟ ଛାତ୍ରଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

21-Nov-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସଦର ସୁବର୍ଣ୍ଣପୁର ଜିଲ୍ଲା କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ  ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ କୁମୁଦିନୀ ମୁଦୁଲି ଡ୍ରପ ଆଉଟ ଛାତ୍ରଛାତ୍ରୀମାନଙ୍କ ନାମଲେଖା ସହିତ ସେମାନଙ୍କ ଶିକ୍ଷା ପ୍ରତି ଉନ୍ନତି କରିବା ଉଦ୍ଧେଶ୍ୟକୁ ସଭାରେ ଉପସ୍ଥାପିତ କରିଥିଲେ | ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ସମ୍ମାନୀୟ ଅତିଥିଭାବେ ଯୋଗଦେଇ ଦୁର୍ବଳ ଓ ଅନଗ୍ରସର ଶିଶୁଙ୍କ ଶିକ୍ଷା ବିଷୟକ କଥା ଉପସ୍ଥାପିତ କରିଥିଲେ | କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପରମା ନାଏକ ସ୍ୱାଗତ ଅଭିଭାଷଣ ଦେବା ସହିତ ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ | ସୁଶ୍ରୀ ସ୍ମିତାରାଣୀ ନାୟକ ସହ ପ୍ରଧାନ ଆଚାର୍ଯ୍ୟ କାର୍ଯ୍ୟକ୍ରମ କୁ ସଂଯୋଜନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ | ବିଦ୍ୟାଳୟର ପ୍ରମୋଦ  ସାହୁ, ଦିପ୍ତିମୟୀ ପାଳିଆ, ଦିଲେଶ୍ଵର ଦାସ, ଗୌରୀ ବଗର୍ତ୍ତୀ, ମିଳି ସାହୁ, କିଷାନ ମାଝୀ ପ୍ରଭୁତି ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like