-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

କୁମ୍ଭାରୀରେ ଶବ୍ଦନୃତ୍ୟ ଗୁରୁ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ୨୪ ତମ ଶ୍ରାଦ୍ଧବାର୍ଷିକୀ

21-Nov-2024



ବରପାଲି(ସୁଦାମ ଦୀପ). ବରଗଡ ଜ଼ିଲ୍ଲା ବରପାଲି ବ୍ଲକ କୁମ୍ଭାରି ଠାରେ ସକାଳ ସମୟରେ ସ୍ବର୍ଗତ ନାଟ୍ୟ ଗୁରୁ ଭଗବାନ ସାହୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଓ ଦିପ ପ୍ରଜ୍ବଳନ କରିବା ପରେ  ସନ୍ଧ୍ୟା ସମୟରେ ଗଙ୍ଗାଧର କ୍ଲବ୍ ଠାରେ କୋଶଲି ନାଟ୍ୟ ମହର୍ଷି ତଥା ଶବ୍ଦ ନୃତ୍ୟ ଗୁରୁ ଭଗବାନ ସାହୁଙ୍କ ୨୪ତମ ଶ୍ରାଦ୍ଧବାର୍ଷିକୀ ସୁବଳ ମାଝୀଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ରୀନା ଥଇତ ,ସମ୍ମାନିତ ଅତିଥି ଭାବରେ ତହସିଲଦାର ରୁକ୍ମଣ ମେହେର,ଗଙ୍ଗାଧର କ୍ଲବ୍ ସଭାପତି ଘନଶ୍ୟାମ ପାଣିଗ୍ରାହୀ ଯୋଗଦାନ କରି ଶବ୍ଦନୃତ୍ୟ ଓ ସମ୍ବଲପୁରୀ କୋଶଲି ଭାଷା ସାହିତ୍ୟ ନାଟକ ମାଧ୍ୟମରେ ପ୍ରଚାର ଓ ପ୍ରସାର କରିବା ସହ ଭାରତୀୟ ନୃତ୍ୟ କଳାରେ ଶବ୍ଦ ନୃତ୍ୟ ନାମକ ଏକ ପୁସ୍ତକ ରଚନା କରି କଳାକାର ଓ ଗବେଷକଙ୍କ ପାଇଁ ହୀରା ଛାଡି ଯାଇଛନ୍ତି l ସେଥିପାଇଁ ମରି ନାହିଁ ସେତ ମରଣଜୟୀ ବୋଲି ମତ ପ୍ରକାଶ କରିଥିଲେ l ମହେନ୍ଦ୍ର ମେହେର ସ୍ୱାଗତ ପରିଚୟ ପ୍ରଦାନ କରିଥିବାବେଳେ ବିରେନ୍ଦ୍ର ନାଥ ନାଗ,ବସୁ ଦେବ ପଧାନ,ସାର୍ଥିକ ନାଏକ,ତେଜ ରାଜ ଭୋଇ ପ୍ରମୁଖ ସ୍ବର୍ଗତ ଭଗବାନ ସାହୁଙ୍କ ଗିତିଗାନ କରିଥିବା ବେଳେ ବିର ସୁରେନ୍ଦ୍ର ଭୁବନ ଭୋଇ ଗୁରୁବନ୍ଦନା ଗାନ କରିଥିଲେ ସଭା ଶେଷରେ ମହେନ୍ଦ୍ର ମେହେର ଧନ୍ୟବାଦ ଅର୍ପଣ କରିଥିଲେ l  ଏହି କାର୍ଯ୍ୟକ୍ରମକୁ ବିଜୟ ସାହୁ,ନିରଞ୍ଜନ ମେହେର, ରୋହିତ ମହାଣା ପ୍ରମୁଖ ସହଯୋଗ କରିଥିଲେ।ଏହି ସାରସ୍ବତ ସଭାରେ ବହୁ କଳା ପ୍ରେମୀ ମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like