-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ସଂଗ୍ରାମପୁର ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଧାରଣା - ଶିକ୍ଷକଙ୍କ ବଦଳି ବାତିଲ ଦାବି

21-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନେ ଧାରଣାରେ ବସିଥିବା ଦେଖିବାକୁ ମିଳିଥିଲା। ଉକ୍ତ ବିଦ୍ୟାଳୟର ସହକାରୀ ଶିକ୍ଷକ ମନୋରଞ୍ଜନ ବାଗଙ୍କ ମେଣ୍ଡିଲିପାଲି ବିଦ୍ୟାଳୟ କୁ ବଦଲି ନିର୍ଦ୍ଦେଶ ହେବାରୁ ସ୍କୁଲ ସମସ୍ତ ଛାତ୍ରଛାତ୍ରୀ ମାନେ ବଦଳି ବାତିଲ ପାଇଁ ସ୍କୁଲ ପରିସରରେ ଧାରଣାରେ ବସି ପ୍ରତିବାଦ କରିଥିଲେ। ଏହି ବିଦ୍ୟାଳୟ ଟି ୧୯୬୪ ରେ ସ୍ଥାପନ ହୋଇଥିବା ବେଳେ ଏଥିରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏଥିରେ ୩୬୨ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଏହି ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷାଦାନ ପାଇଁ ଆଠ ଜଣ ଶିକ୍ଷକ ଦରକାର ରହିଥିବା ବେଳେ ବଦଳି ଶିକ୍ଷକ ଙ୍କୁ ଧରି ପାଞ୍ଚ ଜଣ ରହିଛନ୍ତି। ଶିକ୍ଷକ ବଦଳି ହେବାରୁ ପାଠପଢ଼ା ରେ ବିଭିନ୍ନ ସମସ୍ୟା ହୋଇପାରେ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏବଂ ଯେ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରୁ ଆଗରୁ ଥିବା ଶିକ୍ଷକ ରାଜେଶ ମେଣ୍ଡେଲି କୁ ଫେରାଇ ଆଣିବା ଓ ବଦଲି ଆଦେଶ ଥିବା ଶିକ୍ଷକଙ୍କର ବାତିଲ କରାଯିବ ସେ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ଅଭିଭାବକ ମାନେ କହିଛନ୍ତି। ପରିଚାଳନା କମିଟି ସଭାପତି ଶେଷଦେବ ଗାଇଗୋରିଆ, ସମ୍ପାଦକ କଲ୍ୟାଣୀ ଜେନା ଙ୍କ ସହ ସମସ୍ତ ଅଭିଭାବକ ଧାରଣ ସ୍ଥଲରେ ସାମିଲ ହୋଇଥିଲେ।ଖବର ପାଇ ଧାରଣା ସ୍ଥଳରେ ଏବିଇଓ ବାଞ୍ଛାନିଧି ମିଶ୍ର, ସିଆରସିସି ଅନାଦି ଜଗଦଲା ପହଞ୍ଚି ଅଭିଭାବକ ମାନଙ୍କ ସହ ସମାଧାନ ପାଇଁ କଥାବାର୍ତ୍ତା ହୋଇଥିଲେ। ଜିଲ୍ଲା ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like