-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ରାଜ୍ୟସ୍ତରୀୟ ବୁରୋମୁଣ୍ଡା କ୍ରିକେଟ କପ ଉଦଯାପିତ, ଭୁବନେଶ୍ୱର ରୋୟାଲ ଆଇ.ଆର.ସି ଦଳ ଚମ୍ପିୟନ

21-Nov-2024



ଲୋଇସିଂହା, (ପ୍ରେରଣା ଖବର) ବି.ବି.ସି.ସି ତରଫରୁ ଗତ ପାଞ୍ଚ ଦିନ ଧରି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଠାରେ ଚାଲିଥିବା ଦ୍ଵିତୀୟ ରାଜ୍ୟସ୍ତରୀୟ ବୁରୋମୁଣ୍ଡା କ୍ରିକେଟ କପ ଉଦଯାପିତ ହୋଇଯାଇଛି l ଉଦଯାପନୀ ଦିବସ ର ଫାଇନାଲ ଖେଳ ଭୁବନେଶ୍ୱର ର ରୋୟାଲ ଆଇ. ଆର. ସି ଦଳ ଏବଂ ଭଦ୍ରକ ଏସ. ଜି ଇଲେଭେନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ଫାଇନାଲ ମ୍ୟାଚ ରେ ଭୁବନେଶ୍ୱର ରୋୟାଲ ଆଇ. ଆର. ସି ଦଳ ଟସ ଜିଣି ପ୍ରଥମେ ବେଟିଂ କରିବାର ନିଷ୍ପତ୍ତି ନେଇଥିଲା ଏବଂ ନିର୍ଦ୍ଧାରିତ ୮ ଓଭର ରେ ୮ ଉଇକେଟ ହରାଇ ୧୧୦ ରନ ସଂଗ୍ରହ କରିବା ସହ ଭଦ୍ରକ ସମ୍ମୁଖରେ ୧୧୧ ରନ ର ଟାର୍ଗେଟ ଦେଇଥିଲା l ୧୧୧ ରନ ର ଟାର୍ଗେଟ କୁ ପିଛା କରି ଭଦ୍ରକ ଦଳ ୮ ଉଇକେଟ ହରାଇ ୫୮ ରନ ସଂଗ୍ରହ କରି ୫୩ ରନ ରେ ପରାଜିତ ହୋଇଥିଲା l ପରେ ବିବିସିସି ର ସଭାପତି ମଣ୍ଟୁ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ  ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ରୂପେ ଯୋଗଦେଇ ଚମ୍ପିୟନ ଭୁବନେଶ୍ୱର ର ରୋୟାଲ ଆଇ ଆର ସି ଦଳ କୁ ନଗଦ ୧ ଲକ୍ଷ ଟଙ୍କା ର ପୁରସ୍କାର ରାଶି ସହ ଚମ୍ପିୟାନ ଟ୍ରଫି ପ୍ରଦାନ କରିଥିଲେ l ସମ୍ମାନୀୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଶ୍ରୀଯୁକ୍ତ ଲକ୍ଷ୍ମଣ ବାଗ ଏବଂ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ଯୋଗଦେଇ ଭଦ୍ରକ ର ଏସ. ଜି ଇଲେଭେନ ଦଳ କୁ ନଗଦ ଷାଠିଏ ହଜାର ଟଙ୍କା ର ପୁରସ୍କାର ରାଶି ସହ ଉପବିଜେତା ଟ୍ରଫି ପ୍ରଦାନ କରିଥିଲେ l ଟୁର୍ନାମେଣ୍ଟ ରେ ବ୍ୟକ୍ତିଗତ ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ଭଦ୍ରକ ର ହୀରାଲାଲ ମେଣ୍ଡିସ ଙ୍କୁ ମ୍ୟାନ ଅଫ ଦି ସିରିଜ ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ଫାଇନାଲ ଖେଳ ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ଭୁବନେଶ୍ୱର ର ଛୋଟୁ ଆକାଶ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଟ୍ରଫି ପ୍ରଦାନ କରାଯାଇଥିଲା। ସମସ୍ତ ମ୍ୟାଚ କୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପିୟାର ଜ୍ଞାନରଞ୍ଜନ ସ୍ୱାଇଁ,ସରୋଜ ଦାସ ଓ ଡ୍ୟାନସିଙ୍ଗ ଅମ୍ପିୟାର ବବଲୁ ସାହୁ ପରିଚାଳନା କରିଥିଲେ l ବୁଦ୍ଧଦେବ ମହାରଣା ଓ ପିଙ୍କୁ ଦାସ ଧାରା ବିବରଣୀ ପ୍ରଦାନ କରିଥିଲେ। ଏହି ଅବସରରେ ମୁଖ୍ୟଅତିଥି ଡ଼. ମୁକେଶ ମହାଲିଙ୍ଗ ତାଙ୍କ ବକ୍ତବ୍ୟ ରେ ବୁରୋମୁଣ୍ଡା ରେ ଯଥାଶୀଘ୍ର ଏକ ମିନି ଷ୍ଟାଡିଅମ ତିଆରି କରାଯିବ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like