-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଅତାବିରା ବ୍ଲକସ୍ତରୀୟ ଜୁନିଅର ରେଡକ୍ରସ

21-Nov-2024



ଅତାବିରା(ଆକାଶ ମିଶ୍ର)ଅତାବିରା ବ୍ଲକ  ଲରମ୍ଭା ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ସୁଶାନ୍ତ ସାହୁ  ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ  ବ୍ଲକ ଶିକ୍ଷା ଅଧିକାରୀ ମିଶ୍ରlଣି କୁମ୍ଭାର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ  ଆଲୋକ ସାହୁ, ଅତିରିକ୍ତ  ବ୍ଲକ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ବ୍ଲକ କ୍ରୀଡା  ସମ୍ପାଦକ ସୁଦୀପ୍ତ ସାହୁ,  ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ ।ବ୍ଲକ କ୍ରୀଡା ସମ୍ପାଦକ  ଶ୍ରୀ ସାହୁ  କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ବ୍ଲକ ଜୁନିଅର ରେଡକ୍ରସ ର  ଆର୍ ପି ମନୋହର  ଦାଶ  ମଞ୍ଚ ପରିଚାଳନା କରିଥିଲେ। ଧର୍ମରାଜପ୍ରଧାନ ପ୍ରତିଯୋଗିତା ଗୁଡ଼ିକୁ ପରିଚାଳନା କରିଥିଲେ । ଏଥିରେ ଓଡ଼ିଆ କିମ୍ବା ଇଂରାଜୀ ପ୍ରବନ୍ଧ ଲିଖନ, କୁଇଜ, ଏକ୍ସଟେମ୍ପୋରି ବକୃତା, ଚିତ୍ରାଙ୍କନ, ଦଳୀୟ ନୃତ୍ୟ ଓ ଦଳଗତ ସଙ୍ଗୀତ ଆଦି ୬ ଟି ପ୍ରତିଯୋଗିତା ହୋଇଥିଲା ।ବ୍ଲକ ର ୧୫୫ଜଣ ଛାତ୍ର ଛାତ୍ରୀ ଓ  ଶିକ୍ଷକ ଶିକ୍ଷୟିତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ବ୍ୟକ୍ତିଗତ ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଓ ଦଳଗତ ପ୍ରତିଯୋଗିତାରେ ଯେଉଁ ଦଳ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ସେମାନେ ଜିଲା ସ୍ତରରେ ମଧ୍ୟ ପ୍ରତିଯୋଗିତା କରିପାରିବେ ବୋଲି ଜଣା ପଡିଛି। ନିମନ୍ତ୍ରିତ ଅତିଥି ମାନଙ୍କ ଦ୍ଵାରା   ମାଁ

ବାଗଦେଵୀ  ଓ ହେନେରି  ଡୁନାଣ୍ଟ  ଙ୍କ  ଫଟୋ  ରେ ପୁଷ୍ପ  ମାଲ୍ୟ ଅର୍ପଣ ପରେ  ଛାତ୍ର ଛାତ୍ରୀ ମାନେ  ରେଡକ୍ରସ ସଙ୍ଗୀତ  ଗାନ କରିଥିଲେ ।  ପବିତ୍ର  ମାହନା, କୈଳାଶ ସେଠ୍,  ପ୍ରମୋଦ ସେଠ୍ ପ୍ରମୁଖ ବିଚାରକ  ଦାୟିତ୍ଵ ତୁଲାଇଥିଲେ । କୃତି ପ୍ରତିଯୋଗୀ ଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଅମୃତ ବାରିକ୍ ,ରବି ଗୁପ୍ତା,ଅନିତା ଭୁଏ , ମମତା ରାଉତ , ଗଗନ ଚିରଗୁନ ,ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା , ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ ଶିକ୍ଷକ ବିନୟ ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like