-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ସିନ୍ଧେକେଲାରେ ବାଲି ବୋଝେଇ ଗାଡିକୁ ବନ୍ଦ କରିବା ସହ ବାଇପାସ୍ ରାସ୍ତା ନିର୍ମାଣକୁ ନେଇ ବଣିକ ସଂଘ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

22-Nov-2024



ବଙ୍ଗୋମୁଣ୍ଡା/ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ର ମୁଖ୍ୟ ରାସ୍ତାରେ ବାଲି ବୋଝେଇ ଭାରିଯାନ ଦିନରାତି ଯାତାୟାତ କରୁଥିବାରୁ ଗାଁ ସାରା ଧୂଳିମୟ ହେଉଛି ଯାହା ଫଳରେ ଲୋକେ କାଶ ଓ ଏଲାର୍ଜି ରୋଗରେ ଆକ୍ରାନ୍ତ ହେଉଛନ୍ତି । ଏହି ରାସ୍ତା ଦେଇ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନେ ମଧ୍ୟ ଯାତାୟାତ କରୁଥିବା ବେଳେ ସେମାନେ ମଧ୍ୟ ସୁରକ୍ଷିତ ମଣୁ ନାହାଁନ୍ତି । ମୁଖ୍ୟ ରାସ୍ତା କଡରେ ଥିବା ଦୋକାନ ଗୁଡ଼ିକର ଜିନିଷପତ୍ର ସବୁ ଧୂଳି ରେ ଭର୍ତ୍ତି ହୋଇ ଯାଉଥିବା ଅଭିଯୋଗ ହେଉଛି । ବାଳି ବୋଝେଇ ଭାରୀଯାନ ଚଳାଚଳ ଯୋଗୁଁ ସେହି ରାସ୍ତାରେ ବର୍ତ୍ତମାନ ଚାଲିବା କଷ୍ଟକର ହୋଇ ପଡିଛି । ପ୍ରତ୍ୟେକ ଦିନ ଛୋଟ ବଡ଼ ଦୁର୍ଘଟଣାରେ ଲୋକେ ଶିକାର ହେଉଛନ୍ତି । ଏହାକୁ ନେଇ ଗତକାଲି ବିଭିନ୍ନ ଖବରକାଗଜରେ ଆନ୍ଦୋଳନ ପାଇଁ ଚେତାବନୀ ଦିଆଯାଇ ଥିଲା। ଆଜି ଏ ସବୁର ସମାଧାନ ପାଇଁ ବାଳି ବୋଝେଇ ଗାଡି କୁ ବନ୍ଦ କରିବା ସହ ଏଠାରେ ଏକ ବାଇପାସ୍ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳ ଗସ୍ତ ରେ ପହଞ୍ଚିଥିବା ବିଧାୟକ ଲକ୍ଷ୍ମଣ ବାଗ ଙ୍କୁ ସ୍ଥାନୀୟ ବଣିକ ସଙ୍ଘ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରା ଯାଇଛି । ଦାବିପତ୍ର ଗ୍ରହଣ କରିବା ପରେ ବିଧାୟକ ଶ୍ରୀ ବାଗ ତୁରନ୍ତ ଜିଲ୍ଲାପାଳଙ୍କୁ ଫୋନ କରି ସକାଳ ୮ ଟା ରୁ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ଭାରୀଯାନ ଗୁଡିକ ବନ୍ଦ ରଖିବା ପାଇଁ କହିଥିଲେ ଓ

ଆଗାମୀ ଦିନରେ ବାଇପାସ୍ ରାସ୍ତା ନିର୍ମାଣ ପାଇଁ ବିଧାନସଭାରେ ଅବଗତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବଣିକ ସଙ୍ଘ ସଭାପତି ସୁବାଷ ଜୈନଙ୍କ ନେତୃତ୍ୱରେ ଦାବିପତ୍ର ପ୍ରଦାନରେ ଉପ ସଭାପତି ଗୋବିନ୍ଦ ସାହୁ, ସହ ସମ୍ପାଦକ ଅନିଲ ତ୍ରିପାଠୀ, ଜଗନ୍ନାଥ ଜୈନ , କୈଳାସ ଜୈନ, ଉମେଶ ତ୍ରିପାଠୀ, ଅଙ୍କିତ ଜୈନ, ମାରୱାଡି ଯୁବା ମଞ୍ଚ ସଭାପତି ଅମିତ ଜୈନ , ପୂର୍ବତନ ସଭାପତି ସାୟର ଜୈନ , କିରୋଡି ଜୈନ, ଦୀପକ ଜୈନ, ସଞ୍ଜୟ ଜୈନ , ରିଙ୍କୁ ଜୈନ, ମନୀଷ ଜୈନ , ଅନିଲ ଜୈନ, ମଣ୍ଡଳ ସଭାପତି ମୁନିରାମ ନାଗ , ସମ୍ପାଦକ କହ୍ନେୟା ଜୈନ, ଜଗନ୍ନାଥ ବେହେରା , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ସାମିଲ ହୋଇଥିଲେ । ଏହି ଅବସରରେ ବଣିକ ସଂଘ ପକ୍ଷରୁ ସଭାପତି ସୁବାଷ ଜୈନ ବିଧାୟକ ଶ୍ରୀ ବାଗ ଙ୍କୁ ଗାମୁଛା ଓଢାଇ ତଥା ପୁଷ୍ପମାଲ୍ୟ ଅର୍ପଣ କରି ସମ୍ବର୍ଦ୍ଧିତ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like