-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ରାଜ୍ୟ

ଗନ୍ଧମାର୍ଦ୍ଦନକୁ ନେଇ ବିଜେଡି ନେତାଙ୍କ ସାମ୍ବାଦିକ ସମ୍ମିଳନୀ,ରେଲ ଲାଇନକୁ ଢାଳ କରି ପାହାଡ ଦେବାକୁ ଯୋଜନା

22-Nov-2024



କଣ୍ଟାବାଞ୍ଜି(ପ୍ରେରଣା ଖବର): ଗନ୍ଧମାର୍ଦ୍ଦନ ପାହାଡ ତଳେ ଆଦାନୀ କମ୍ପାନୀ ଜମି କିଣିବା ପରେ ରାଜ୍ୟ ରାଜନୀତି ସରଗରମ ହେବା ଲାଗିଛି। ଏନେଇ ଗୁରୁବାର କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ରାଜ୍ଯ ଯୁବ ବିଜେଡି ସଂପାଦକ ଅଜିତ ଯୋଶୀ ଏକ ସାମ୍ବାଦିକରେ ରାଜ୍ଯ ଓ କେନ୍ଦ୍ରସରକାରଙ୍କ ଉପରେ ବର୍ଷିଛନ୍ତି। ଏହି ଗନ୍ଧମାର୍ଦ୍ଦନ ପ୍ରସଙ୍ଗକୁ ନେଇ ଏହା ପାହାଡ ନୁହେଁ ଏହା ଆମ ପାଇଁ ଗର୍ବ ଓ ଗୌରବର ପ୍ରତୀକ। ଏହି ପାହାଡକୁ ତଳି ଅଞ୍ଚଳରେ ଆଦାନୀ ଏବଂ ମହାନଦୀ ମିନେରାଲ ନାମକ ଜଣେ ସଂସ୍ଥା ଜମି କ୍ରୟ କରିବା ଆମକୁ ସନ୍ଦେହ ସୃଷ୍ଟି କରୁଛି। ତେଣୁ ଆମର ଐତିହାସିକସମ୍ପନ୍ନ ଏହି ପର୍ବତର ସୁରକ୍ଷା ପାଇଁ ମୁଁ ପଶ୍ଚିମ ଓଡ଼ିଶାର ସବୁ ଦଳର ନେତା ବୟାନବାଜି ରାଜନୀତି ଛାଡି ଏକଜୁଟ ହୋଇ ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ପାଇଁ ଆଗେଇ ଆସିବା ପାଇଁ ଆହ୍ବାନ କରୁଛି । ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହି ପର୍ବତକୁ ଆମେ କୌଣସି ମାତ୍ରାରେ ଅନ୍ୟତ୍ର କମ୍ପାନୀକୁ ଦେବୁ ନାହିଁ ବୋଲି ଲିଖିତ ଆକାରରେ ରିଜୋଲେସନ କରି ଜନସାଧାରଣଙ୍କୁ ଆଶ୍ବସ୍ତ କରନ୍ତୁ। କେବଳ ଭାଷଣବାଜି କରି ଆମେ ଗର୍ଦ୍ଧମାର୍ଦ୍ଦନ ସୁରକ୍ଷା କରିବୁ କହିଲେ ଜନସାଧାରଣ ବିଶ୍ୱାସ କରିବେ ନାହିଁ। ଯଦି ସରକାର ଅତି ଶୀଘ୍ର ଏହି ପାହାଡର ସୁରକ୍ଷା ବିଷୟରେ ସଠିକ୍ ତଥ୍ୟ ପ୍ରଦାନ କରିବେ ନାହିଁ ତାହେଲେ ଆମେ ଏହି ପାହାଡର ସୁରକ୍ଷା ପାଇଁ ନିଜର ବଳିଦାନ ଦେଇ ପାରିବୁ। ବରଗଡ଼ ନୂଆ ପଡା ରେଲଲାଇନ  ନାଁ ରେ ଢାଳ ଦେଇ ଗନ୍ଧମାର୍ଦ୍ଦନକୁ ଆଦାନୀକୁ ଦେବା ପାଇଁ ରାଜ୍ଯ ଓ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ଏହି ରେଲବାଇ ଅନ୍ୟ ସ୍ଥାନ ଦେଇ ମଧ୍ଯ ଯାଇ ପାରିବ କେବଳ ଗନ୍ଧମାର୍ଦ୍ଦନ ଦେଇ ନୁହେଁ। ଯଦି ଗନ୍ଧମାର୍ଦ୍ଦନ ଉପରେ ହାତଳେ ଆମେ ଜୀବନ ଦେବୁ ବୋଲି ଶ୍ରୀ ଯୋଶୀ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like