-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ସିନେ ଅଭିନେତା ଗଦାଧର ବାରିକ ଙ୍କୁ ଯୋଗ ସମିତି ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା

22-Nov-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସଦର ସ୍ମାର୍ଟ ପାର୍କଠାରେ ଦିବ୍ୟଉର୍ଜା ଯୋଗ ସେବା ସମିତି ସୁବର୍ଣ୍ଣପୁର ତରଫରୁ *ଖରାଫିଲ୍ମ* ର ଶ୍ରେଷ୍ଠ ଅଭିନେତା ଭାବେ ୩୪ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ପାଶ୍ଵ ଅଭିନେତା ଭାବରେ ରାଜ୍ୟ ସରକାର ଙ୍କ ଠାରୁ ସମ୍ମାନୀତ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ଗର୍ବ ଏବଂ ଗୌରବ , ସଂସ୍କୃତି ଗବେଷକ ତଥା ବରିଷ୍ଟ ସିନେ କଳାକାର ନାଟ୍ୟ ଭୀଷ୍ମ  ଶ୍ରୀଯୁକ୍ତ ଗଦାଧର ବାରିକ ଙ୍କୁ ଆଜି ସକାଳେ ଯୋଗ ସମିତି ପକ୍ଷରୁ ସମ୍ବର୍ଧିତ କରାଯାଇଛି l ସମିତି ର ସଭାପତି ଗୋପାଳ ନେଗି , ଉପ ସଭାପତି ସୁଭାଷ ଚରଣ ପଣ୍ଡା ଓ ସମ୍ପାଦକ ଶ୍ରିମନ୍ତ ମିଶ୍ର , ସଂଯୋଜକ ରବୀନ୍ଦ୍ର ଜେନା  ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵl ବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀ ନେଗି, ଶ୍ରୀ ମିଶ୍ର ଓ ମହିଳା ସଦସ୍ୟ ଙ୍କ ଦ୍ୱାରା ଫୁଲ ତୋଡା ଉପ ଢୌକନ୍ ଦେଇ ଅଭିନେତା ଶ୍ରୀ ବାରିକ୍ ଙ୍କୁ ସମ୍ବର୍ଧିତ କରାଯାଇଥିଲା l ମନୋରଞ୍ଜନ ତ୍ରୀପାଠୀ ସଭା ସଂଯୋଜନା କରିଥିବା ବେଳେ ଯୋଗ ଗୁରୁ ମନୋଜ ପଣ୍ଡା  ଧନ୍ୟବାଦ୍ ଅର୍ପଣ କରିଥିଲେ l ଗ୍ଲୋବାଲ ୱାର୍ମିଂ ସଚେତନତା ଉପରେ ଆଧାରିତ ଏହି  ଫିଲ୍ମ କାହାଣୀ ର କିଛି ଡ଼ାଇଲଗ ଓ କିଛି ଅନୁଭୂତି କୁ ଆଜି ର ଏହି ସଭାରେ ବାଣ୍ଟି ଥିଲେ ଶ୍ରୀ ବାରିକ୍ l ଯୋଗ ସମିତି ର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ଅଭିନେତା ଶ୍ରୀ ବାରିକ୍ ଙ୍କୁ ସ୍ଵାଗତ କରିଥିଲେ l ଆସନ୍ତା ୨୭ ତାରିଖ ଦିନ ସହର ର ପ୍ରତୀକ କଲ୍ୟାଣ ମଣ୍ଡପ ଠାରେ ବଡ ପରଦା ରେ ପ୍ରଦର୍ଶିତ ହେବାକୁ ଥିବା ଏହି ଫିଲ୍ମ୍ ସୋ ରେ ଯୋଗ ଦେବାକୁ ଯୋଗ ସମିତି କୁ ଶ୍ରୀ ବାରିକ୍ ନୀମନ୍ତ୍ରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like