-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ଜିଲ୍ଲା

ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲେ ଜନ କଲ୍ୟାଣ ଟ୍ରଷ୍ଟ

22-Nov-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ଭାରତ ସ୍ବାଧୀନତା ହେବା ର ୭୭ ବର୍ଷ ପୂରିଯାଇଥିଲେ ସୁଦ୍ଧା ଦେଶ ର ବିକାଶ ହୋଇ ପାରୁନଥିବା ଦେଖିବାକୁ ମିଳୁଛି କିନ୍ତୁ ଏପଟେ ସରକାର ବାହାଦୁର ବଡ଼ ବଡ଼ ଅକ୍ଷର ବିଜ୍ଞାପନ ଦେଇ ବିକାଶ ର ଡିମ୍ ଡିମି ପିଟୁଛନ୍ତି। ଆଜି ମଧ୍ୟ କିଛି ଅଞ୍ଚଳ ରେ ବିକାଶ ବାଟବଣା ହୋଇଯାଇଛି। ଏଥିରେ ମୁଖ୍ୟ ଭୂମିକା ରହୁଛି ପ୍ରଶାସନିକ ଅଧିକାରୀ ଏବଂ ରାଜନେତାଙ୍କ। ବର୍ତ୍ତମାନ ଓଡ଼ିଶା ର ପଶ୍ଚିମାଞ୍ଚଳ ରେ ଦାରିଦ୍ର୍ୟତା ଓ ଅଭାବ ଅନଟନ ରେ ମୃତ୍ୟୁ ବରଣ କରୁଛନ୍ତି ଲୋକେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଉପ ମୁଖ୍ୟମନ୍ତ୍ରୀ ଙ୍କ ଅଞ୍ଚଳରେ। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବେଲପଡା ବ୍ଳକ ସେମେଲପାଲି ଗାଁ ର ଅସହାୟ ବୃଦ୍ଧ ଭଗବାନ ମଲ୍ଳିକ ନାମକ ଜଣେ ବ୍ୟକ୍ତି ଗାଁ ରୁ ଆସି ବେଲପଡା ସ୍ଥିତ ରାମମନ୍ଦିର ପଡ଼ା ଉମାକାନ୍ତ କଟା ଙ୍କ ଘରେ ରହୁଥିଲେ।ବେଲପଡା ବ୍ଳକ କାର୍ଯ୍ୟାଳୟ ର ୧୦୦ ମିଟର ଦୂରତା ରେ ରହୁଥିଲେ ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ କୌଣସି ଦୃଷ୍ଟି ପଡୁନବାରୁ ତାଙ୍କୁ କୌଣସି ସରକାରୀ ସହାୟତା ମିଲୁନଥିଲା।ସେ ପର ଘରେ ଭିକ୍ଷା ବୃତ୍ତି କରି ନିଜ ପେଟପାଟଣା କରୁଥିବା ବେଳେ ଆଜି ତାଙ୍କ ମୃତ୍ୟୁ ଘଟିଯାଇଛି।ଶବ ସତ୍କାର ପାଇଁ ପରିବାର କୁଟୁମ୍ବ ନଥିବା ଯୋଗୁଁ ତାଙ୍କ ଶବ ସତ୍କାର ପାଇଁ ବେଲପଡା ର ଜନକଲ୍ୟାଣ ଟ୍ରଷ୍ଟ ର ସଦସ୍ୟ ମାନେ ଆଗେଇ ଆସି ଶବ ସତ୍କାର କରିଛନ୍ତି। ଉକ୍ତ ଶବ ସତ୍କାର କାର୍ଯ୍ୟ ରେ ଜନ କଲ୍ୟାଣ ଟ୍ରଷ୍ଟ ସଭାପତି କାନ୍ତ ରଣା, ସମ୍ପାଦକ କେଦାର ଦଣ୍ଡସେନା, ସଞ୍ଜିବ କୁମାର ପୃଷ୍ଟି, ସୁରେଶ ବରିହା, ସଂଗ୍ରାମ ଦୀପ,ମୂରଲୀ ମେହେର, ନରେଶ ସାହୁ ଉପସ୍ଥିତ ରହି କାର୍ଯ୍ୟ ତୁଲାଇଥିଲେ।ଜନ କଲ୍ୟାଣ ଟ୍ରଷ୍ଟ ଏଭଳି ଜନମଙ୍ଗଳ କାର୍ଯ୍ୟ ପାଇଁ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like