-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ସହଯୋଗ ଫାଉଣ୍ଡେସନ ତତ୍ତ୍ୱାବଧାନରେ ନେତ୍ର ଦାନ କଲେ ଧର୍ମପରାୟଣ ମହିଳା

22-Nov-2024



ବଲାଙ୍ଗୀର(ଦେବାଶିଷ ବହିଦାର): ସହଯୋଗ ଫାଉଣ୍ଡେସନର ତତ୍ତ୍ୱାବଧାନରେ  ସୋନପୁର ଜିଲ୍ଲା ନିମ୍ନା ଗ୍ରାମର  ବାସିନ୍ଦା ସୁରେଖା ଦାଶ(୯୦ ବର୍ଷ ) ଙ୍କ ମରଣ ପରେ ନେତ୍ରଦାନ କଲେ।  ପ୍ରକାଶ ଥାଉକି, ଜୀବନ ଥିଲା ସମୟରେ ସହଯୋଗ ଫାଉଣ୍ଡେସନର ସଭ୍ୟମାନେ ଧର୍ମପରାୟଣ ମହିଳା ସୁରେଖା ଦାଶ ପାଖକୁ ଯାଇ ନେତ୍ରଦାନ  କରବା ପାଇଁ ଅଵଗତ କରିଥିଲେ । ମୃତ୍ୟୁ ହେବା ପୂର୍ବରୁ ସୁରେଖା ଦାଶ ଦୁଇ ପୁତ୍ର ସତ୍ୟ ନାରାୟଣ ଦାଶ, ରାମ ନାରାୟଣ ଦାଶ ପାଖକୁ ଡାକି
ମୋର ମରଣ ପରେ ନେତ୍ର ଦାନ କରିବ ଯାହା ଫଳରେ ଅନ୍ୟମନେ ମୋର ଆଖିରେ ପୁଣି ଦୁନିଆକୁ ଦେଖିପାରିବେ ବୋଲ କହିଥିଲେ । ସୁରେଖା ଦାଶଙ୍କ ବାର୍ଦ୍ଧିତଜନିତ ମରଣ ପରେ  ନେତ୍ରଦାନ ସମୟରେ ଦୁଇ ପୁତ୍ର ସହ ପୁତ୍ରବଧୁ ଆମ୍ବୁଜାକ୍ଷୀ ଦାଶ, ଝିଅ  ଯୁଗେଶ୍ୱରୀ ମିଶ୍ର, ପ୍ରାଣେଶ୍ୱରୀ ଶତପଥୀ, ଶାନ୍ତିଲତା ନନ୍ଦ, ବାସନ୍ତୀ ଦେବତା, ଗୀତାଞ୍ଜଳୀ ମିଶ୍ର, ଜଇଁ ସତ୍ୟ ନାରାୟଣ ମିଶ୍ର, ଧ୍ରୁବ ଚରଣ ଶତପଥୀ, ଦୁର୍ବାଦଲ ମିଶ୍ର, ନାତି  ସନତ କୁମାର  ମିଶ୍ର, ନରେଶ କୁମାର ଶତପଥୀ, ସୁନୀଲ ମିଶ୍ର, ତୃପ୍ତିମୟୀ ମିଶ୍ର , ସୁଶ୍ରୀ ରାଣୀ ବଡ଼ପଣ୍ଡା, ଦେବାଶିଷ ଦେବତା, ସାନନ୍ଦ ନନ୍ଦ ଓ ଆତ୍ମୀୟ ଜନ ତଥା ସହଯୋଗ ଫାଉଣ୍ଡେସନର ସଭ୍ୟ ପବନ ଅଗ୍ରୱାଲା, ରେଡ଼କ୍ରସ କର୍ମୀ ରବିଚନ୍ଦ୍ର ପଶାୟତ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like