-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଡ଼ା.ଜୟପାଲ ସେନାପତିଙ୍କୁ ନେଇ ଶୋକସଭା ଅନୁଷ୍ଠିତ

22-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଡ଼ା. ଜୟପାଲ ସେନାପତି, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ବରଗଡ଼ ଗତ ତା.୨୧.୧୧.୨୦୨୪ରିଖ ସନ୍ଧ୍ୟା ୭.୩୦ମି ରେ ଇହଧାମ ତ୍ୟାଗ କଲେ। ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବରଗଡ ଠାରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ସୁବାଷ ଅଗ୍ରୱାଲଙ୍କ ସଭାପତିତ୍ବରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଅମର ଆତ୍ମାର ସଦଗତି  ନିମନ୍ତେ ପ୍ରଥମେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସମସ୍ତ ସ୍ୱାସ୍ଥ୍ୟ କର୍ମଚାରୀ ଶ୍ରଦ୍ଧା ସୁମନ ଅର୍ପଣ ପୂର୍ବକ ତାଙ୍କର ସ୍ମୃତିଚାରଣ କରିଥିଲେ । ପ୍ରକାଶ ଥାଉ କି ଡ଼. ସେନାପତି ତା୦୧-୦୬-୧୯୬୩ ରେ କଟିଙ୍ଗିଆ କନ୍ଧମାଳ ଠାରେ ଜନ୍ମଗ୍ରହଣ କରି ୧୩-୧୧-୧୯୯୪ ରେ ମେଡିକାଲ ଅଫିସର ହିସାବରେ ସରକାରୀ ଚାକିରୀରେ ଯୋଗଦାନ କରିଥିଲେ । ଗତ ତା ୦୯.୧୦.୨୦୨୦ ରେ ପଦୋନ୍ନତି ପାଇ ବରଗଡ଼ ଜିଲ୍ଲାରେ ଯୋଗଦାନ କରି ତାଙ୍କର କାର୍ଯ୍ୟ ସୁଚାରୁ ରୁପେ ତୁଲାଇ ଆସୁଥିଲେ ।ଆସନ୍ତା ୩୧-୦୫-୨୦୨୮ରେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପୂର୍ବରୁ ଗତ ତା ୨୧-୧୧-୨୦୨୪ରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଚିକିତ୍ସାଧିନ ଅବସ୍ଥାରେ ଇହଧାମ ତ୍ୟାଗ କରିଛନ୍ତି।ସେ ଜଣେ ମେଳାପୀ ମିଷ୍ଟଭାଷୀ ତଥା ନିଜ ଅଧିନସ୍ଥ ସମସ୍ତ କର୍ମଚାରୀ ମାନଙ୍କୁ ନିଜ ପରିବାରର ଜଣେ ଜଣେ ସଦସ୍ୟ ଭାବେ ଦେଖୁଥିଲେ ବୋଲି କର୍ମଚାରୀ ମହଲରେ ଶୋକର ଛାୟା ଖେଳି ଯାଇଛି। ମୃତ୍ୟୁ ପୂର୍ବରୁ ତାଙ୍କ ସହଧର୍ମିଣୀ, ଏକ ପୁଅ ଏକ ଝିଅଙ୍କୁ ସବୁଦିନ ପାଇଁ ଛାଡ଼ି ଚାଲି ଯାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like