-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗୀୟ ଅଶୋକ ହୋତା ଙ୍କ ଦ୍ଵାଦଶାହ କାର୍ଯ୍ଯ ରେ ଶ୍ରଦ୍ଧାଞ୍ଜଳୀ ସଭା*- *ଯୋଗ ଦେଲେ ପ୍ରମୁଖ ସ୍ବେଛାସେବୀ ସଂଗଠନ*-

22-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ର ଅବସର ପ୍ରାପ୍ତ ପୋଲିସ୍ ମୁଖ୍ୟ ହାବିଲଦାର ତଥା ସ୍ୱଚ୍ଛ ଭାରତ ସଂଗଠନ ର ଉପଦେଷ୍ଟା ଅଶୋକ ହୋତା ଙ୍କ ଦ୍ଵାଦଶାହ କାର୍ଯ୍ଯ ଉଦ୍ଦେଶ୍ୟରେ ଆଜି ବି ଏମ୍ ପୁର୍ ଚମ୍ପାମlଳ ଶିବ ମନ୍ଦିର ରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ସ୍ବଚ୍ଛ ଭାରତ ସୋନପୁର ମନମୁଣ୍ଡା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱର୍ଗୀୟ ହୋତା ଙ୍କ  ଫଟୋ ଚିତ୍ର ରେ ଧୂପ ଦୀପ ପ୍ରଜ୍ବଳନ କରି ଶ୍ରୀ ହୋତା ଙ୍କ ଅମର ଆତ୍ମା ର ଶାନ୍ତି ସଦ୍ଗତି କାମନା କରି  ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ବରିଷ୍ଠ ନାଗରିକ ତଥା ଚାଷୀ ନେତା ବୈକୁଣ୍ଠ ଶତପଥି, ରକ୍ତ ଦାତା ସଂଘ ସଭାପତି ତଥା ପୋଲିସ କନଷ୍ଟେବଳ ମନୋଜ୍ ପଣ୍ଡା, ବିଶିଷ୍ଟ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଲଡୁ କିଶୋର ମଲ୍ଲିକ, ରବିନ୍ଦ୍ର ଜେନା, ବରିଷ୍ଟ ସାମ୍ୱାଦିକ କିଶୋର ହୋତା, ଆଶୁତୋଷ ପୁଝାରୀ, ସ୍ବଚ୍ଛ ଭାରତ ର ଉପଦେଷ୍ଟା ଗଣେଶ ମିଶ୍ର, ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗୀୟ ହୋତା ଙ୍କ ସ୍ମୃତି ଚାରଣ କରିଥିଲେ l ସ୍ବଚ୍ଛ ଭାରତ ସଙ୍ଗଠନ, ପତଞ୍ଜଲୀ ଯୋଗ ସମିତି, ପୋଲିସ ସଂଗଠନ, ବିଭିନ୍ନ ସ୍ବେଛାସେବୀ ସଂଗଠନ ର  କର୍ମକର୍ତା ଯୋଗ ଦେଇ ଶ୍ରୀ ହୋତା ଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରିଥିଲେ l ଏକଦା ଜିଲ୍ଲା ପୋଲିସ୍ ର ଜଣେ ନିର୍ଭୀକ ଦକ୍ଷ କର୍ମଚାରୀ , ପୋଲିସ୍ ଟ୍ରେନର ତଥା ସ୍ଵଚ୍ଛତା ପରିବେଶ ସହିତ ଜଡ଼ିତ ଥିବା ଜଣେ ସ୍ବେଛାସେବୀ ଙ୍କୁ ଓ ଭଲ ମଣିଷ ଙ୍କୁ ଏ ଚମ୍ପମାଳ ଗ୍ରାମ ଓ ସୋନପୁର ହରାଇଲା ବୋଲି ବିଶିଷ୍ଟ ବ୍ୟକ୍ତି ମାନେ ମତ ରଖିଥିଲେ l ସ୍ବଚ୍ଛ ଭାରତ ର କୋଡ଼ି ନେଟର ତଥା ଓଡ଼ିଶା ସାମ୍ୱାଦିକ ସଂଘ ସଭାପତି ମନୋରଂଜନ ତ୍ରୀପାଠୀ ସଭା ସଂଯୋଜନା କରିଥିବା ବେଳେ ଡ଼ା ସରୋଜ ପଟେଲ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like