-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ମିଳିତ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

22-Nov-2024



କଣ୍ଟାବାଞ୍ଜି/ତୁରେକେଲା(କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତା.୨୨/୧୧ ତୁରେକେଲା ବ୍ଳକ  ଅନ୍ତର୍ଗତ ତୁରେକେଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଓ ମହୁଲବାହିଲି ଆଞ୍ଚଳିକ ସାଧନ କେନ୍ଦ୍ରର ମିଳିତ ଷଷ୍ଠ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି।ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ବୈଠକକୁ ପରିଚାଳନା କରିଥିଲେ।ଉକ୍ତ ବୈଠକରେ ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ଉଦଘାଟନ କରିଥିଲେ।ଏମଆଇଏସ ରମେଶ ସୁନା, ବିଆରଟି ସୁନିଲ ସାହୁ ୟୁଡାଇସ,ପରଖ ଆଇଡି,ଆଖି ପରୀକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଵିଷୟ ଉପରେ ଆଲୋଚନା କରିଥିଲେ।ସଂଯୋଜକ ଶ୍ରୀ ଦାଶ ମୌଳିକ ସାକ୍ଷରତା, ସଂଖ୍ୟାଜ୍ଞାନ, ଶିକ୍ଷଣ ସୋପାନ, ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ ଉପରେ ଆଲୋଚନା କରିଥିଲେ।ଲର୍କି ବିଦ୍ୟାଳୟର ଶିକ୍ଷୟିତ୍ରୀ ରଜନୀ ମେହେର ସଂଖ୍ୟାଜ୍ଞାନ ଓ ବାଞ୍ଜିପାଲି ବିଦ୍ୟାଳୟର ଶିକ୍ଷୟିତ୍ରୀ ଡାଳିମ୍ବ ମେହେର ଭାଷା ଉପରେ ଆଦର୍ଶ ଶିକ୍ଷଣକାର୍ଯ୍ୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ କରିଥିଲେ।ତାପରେ ଏଫଏଲଏନ ସମ୍ବନ୍ଧୀୟ କୁଇଜ କାର୍ଯ୍ୟକ୍ରମ ଶ୍ରୀ ଦାଶ କରି ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ।ଏହି ବୈଠକରେ ଶିକ୍ଷୟିତ୍ରୀ କୁନି ସାହୁ,ମଞ୍ଜୁଲତା ଧରୁଆ,ସୁଭଦ୍ରା ମେହେର, ସନ୍ଧ୍ୟା ପ୍ରଧାନ, ମାଧବୀଲତା ସାହୁ,ଭୂମିସୁତା ବେହେରା, ଶିକ୍ଷକ ପ୍ରତାପ ଚନ୍ଦ୍ର ପ୍ରଧାନ, ପ୍ରେମାନନ୍ଦ ବରିହା, ଗୌର ମେହେର, ଭ୍ରମରବର ମହାପାତ୍ର, ପାର୍ଥବ ମହାନନ୍ଦ,ସୁରୁମଣି ମେହେର, ରବୀନ୍ଦ୍ର ରଥ,ରାଜୀବ ଦାସ,ପ୍ରଫୁଲ୍ଲ ମାଝୀ, ବିମଲ ଧରୁଆ, ସୂର୍ଯ୍ୟରାମ ମାଝୀ, ଶୁଭାଶିତ ରାଉତ,ପ୍ରଦୀପ ମେହେର, ଦେବ ବଗର୍ତ୍ତୀ,ଗଜେନ୍ଦ୍ର ହରିଜନ, ପୂର୍ଣ୍ଣ ପନିକା, ପିତାମ୍ବର ଲୁହା, ଆଦିତ୍ୟ କିଶାନ, ଶ୍ରୀକାନ୍ତ ବାଗ,ମାନସ ଦାସ,ଯଶୋବନ୍ତ ତାଣ୍ଡି, ହୃଷିକେଶ ନାଗ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like