-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଜେ.ଆର.ସି. ଶିକ୍ଷା ତାଲିମ , ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ, ପାଇକମାଲରେ ଅନୁଷ୍ଠିତ

22-Nov-2024



(ନିରଞ୍ଜନ ତ୍ରିପାଠୀ)-ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ତାଲିମ ଶିବିର ଯମୁନା କନ୍ଧୁଣୀ ବାଳିକା ଉଚ୍ଚବିଦ୍ୟାଳୟ, ପାଇକମାଲ ଠାରେ ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିର ରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୫୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ l ଉଦ୍ଦଘାଟନୀ ଉତ୍ସବରେ  ମୁଖ୍ୟଅତିଥି   ବିଇଓ, ପାଇକମାଳ, ମୁଖ୍ୟବକ୍ତା ଚୂଳସୁନ୍ଦର ମେହେରଙ୍କ ସହିତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା, ବ୍ଲକ ଜେ. ଆର. ସି. ସଂପାଦକ ସୁଦର୍ଶନ ମହାକୁଡ, ସଂଯୋଜକ ଲୋକନାଥ ସାହୁ ମଞ୍ଚାସିନ ଥିଲେ l ମୁଖ୍ୟ ବକ୍ତା ଜେ. ଆର. ସି. ଗଠନର ଶ୍ରଷ୍ଠl ହେନେରୀ ଡୁନାନ ଏବଂ କ୍ଲାରା ବିରାଟାନ ଙ୍କ ସ୍ମୃତି ଚାରଣ କରିଥିଲେ l

ମୁଖ୍ୟ ଅତିଥି ବିଇଓ ସ୍ବାସ୍ଥ୍ୟ, ସେବା, ବନ୍ଧୁତା ଜେ.ଆର.ସି.ର ମୁଖ୍ୟ ଲକ୍ଷ୍ୟ ବୋଲି ଆଲୋକପାତ କରିଥଲେ l ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ଉଦ୍ଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ପାଇକମାଲ ସ୍ବାସ୍ଥ୍ୟ ଅଧିକାରୀ ଅଙ୍କିତ ସାଗର ଯୋଗ ଦେଇ ସ୍ୱାସ୍ଥ୍ୟ ସେବା ଉପରେ ଛାତ୍ର, ଛାତ୍ରୀଙ୍କୁ ସଚେତନତାର ବାର୍ତ୍ତା ଦେବା ସଙ୍ଗେ ସଙ୍ଗେ ଜେ.ଆର.ସି.ପତାକା ଅବତରଣ କରିଥିଲେ l ବିଭିନ୍ନ ପ୍ରତିଯୋଗୀତାର ବିଜୟ ଛାତ୍ର, ଛାତ୍ରୀଙ୍କୁ ଟ୍ରଫି ସହିତ ମାନପତ୍ର ପ୍ରଦାନ କରାଯାଇଥିଲା l ଏହି ବିଜୟୀ ଛାତ୍ର, ଛାତ୍ରୀ ଜିଲ୍ଲା ସ୍ତରୀୟ ପ୍ରତିଯଗିତାରେ ଯୋଗ ଦେବେ l ଶିକ୍ଷକ ସେବକ ସେଠ ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like