-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪- ଉଦଘାଟିତ

22-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ସ୍ଥାନୀୟ ରାଜବୋଡାସାମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଉଦଘାଟିତ ହୋଇଯାଇଛି। ଟାଉନ କ୍ଳବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ନାମେଣ୍ଟ ରେ ମୋଟ ୮ଟି ଦଳ ଭିତରେ ଖେଳା ହେଉଥିବା ଏହି ପ୍ରିମିୟର ଲିଗ ତିନି ଦିନ ଧରି ହେବାକୁ ଥିବା ବେଳେ  ପ୍ରଥମ ଦିନ ରେ ଟାଉନ କ୍ଳବ ର ପୂର୍ବତନ ସଭାପତି ତଥା ପୂର୍ବତନ ନଗରପାଳ ଶ୍ରୀ ଶିରୀଶ କୁମାର ବହିଦାର ଏବଂ କ୍ଳବ ର ପୂର୍ବତନ କୋଷଧ୍ୟକ୍ଷ ଶ୍ରୀ ଗୋବିନ୍ଦ ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଖେଳ କୁ ଉଦଘାଟିତ କରିଥିବା ବେଳେ। ଅଞ୍ଚଳ ର ଖେଳାଳି ମାନେ ଏହି ପ୍ରକାର ଆୟୋଜନ ଦ୍ୱାରା ଉତ୍ସାହିତ ହୁଅନ୍ତୁ ଏବଂ କ୍ରୀଡା ଓ ଖେଳାଳି ଉଭୟଙ୍କର ବିକାଶ ହଉ ବୋଲି ଉଭୟେ କହିବା ସହ ଖେଳୁଥିବା ସମସ୍ତ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ। ତେବେ ପ୍ରଥମ ଦିନରେ ମୋଟ ଚାରୋଟି ଦଳ ଭିତରେ ଖେଳ ହୋଇଥିବା ବେଳେ ସମସ୍ତ ଛଅ ଟି ମ୍ୟାଚ ଲିଗ ମ୍ୟାଚ ଥିଲା। ତେବେ ଆସନ୍ତା ୨୪ ତାରିଖ ରବିବାର ଦିନ ହେବାକୁ ଥିବା ଫାଇନାଲ ମ୍ୟାଚ ଆଗରୁ ଦୁଇଟି ଯାକ ସେମିଫାଇନାଲ ମଧ୍ୟ ସେହି ଗୋଟିଏ ଦିନରେ ହିଁ ହେବାକୁ ଥିବା ବେଳେ ପ୍ରଥମ ଦିନ ପରେ ଖେଳ ଜିତି ସମଲେଶ୍ୱରୀ ଲୟନ୍ସ ଦଳ ଓ ଶେଖ ଫାଇଟର୍ସ ଦଳ ସେମିଫାଇନାଲ କୁ ପ୍ରବେଶ କରିଛନ୍ତି। ତେବେ ଆଜି ମଧ୍ୟ ଦ୍ଵିତୀୟ ଦିନରେ ପୁଣି ଚାରିଟି ଦଳ ମଧ୍ୟରେ ଛଅ ଟି ଲିଗ ମ୍ୟାଚ ହୋଇ ଆଉ ଦୁଇ ଟି ଦଳ ସେମିଫାଇନାଲ ପାଇଁ ଚୟନ ହେବେ। ତେବେ ଏହି ମ୍ୟାଚ ଉପଭୋଗ ପାଇଁ ବୋହୁ ସଂଖ୍ୟାରେ ଦର୍ଶକ ଓ ଖେଳ ପ୍ରେମୀ ଙ୍କ ଭିଡ଼ ଜମୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like