-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ଆଗଲପୁର ଗସ୍ତ, ବାବୁପାଲି, ଭରସୁଜା, ଝାଙ୍କରପାଲି ରେ ଶୁଣିଲେ ଲୋକଙ୍କ ସମସ୍ୟା

22-Nov-2024



ବଲାଙ୍ଗିର(ପ୍ରେରଣା ଖବର): ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ନିଜର ପୂର୍ବତନ ନିର୍ବାଚନ ମଣ୍ଡଳି ଆଗଲପୁର ସ୍ଥିତ ବାବୁ ପାଲି, ଝାଙ୍କରପାଲି ଓ ବରସୁଜା ଗସ୍ତ କରି ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ବାବୁପାଲି ଗାଁ ର ଲୋକେ ବର୍ଷେରୁ ଉର୍ଦ୍ଧ୍ୱ ହେବ ସେଠାରେ ଥିବା ପିଇବା ପାଣି ଯୋଗାଣ ଅଚଳ ହୋଇଥିବା ଅଭିଯୋଗ କରି ଥିଲେ । ତା ସହ ହଲଦିପଦର, ଗଣ୍ଡପାଲି ରାସ୍ତା, ହଲଦିପଦର ବୁରୋମୁଣ୍ଡା ରାସ୍ତା ବହୁତ ଖରାପ ହୋଇଯାଇ ଥିବାରୁ ତାର ମରାମତି ନିମନ୍ତେ ପଦକ୍ଷେପ ନେବାକୁ ଲୋକେ ନରସିଂହ ମିଶ୍ରଙ୍କୁ ଅନୁରୋଧ କରିଥିଲେ । ଝାଙ୍କରପାଲି ସଭାରେ ସେଠାରେ ରହୁଥିବା ପ୍ରାୟ ଆଦିବାସୀ ଲୋକେ ସେଠାରେ ପୂର୍ବରୁ ଥିବା ଛୋଟ ଛୁଆମାନଙ୍କ ସ୍କୁଲ ବନ୍ଦ ହୋଇଯାଇଥିବାରୁ ଛୋଟ

ଛୋଟ ଛୁଆମାନେ ୫କିମି ରୁ ଉର୍ଦ୍ଧ୍ୱ ଅଂଚଳକୁୁ ପାଠ ପଢିବା ପାଇଁ ଯାଇ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି ବୋଲି ଶ୍ରୀ ମିଶ୍ରଙ୍କ ନଜରକୁ ଆଣିଥିଲେ । ତା ସହ ଗାଁ ରେ ଏକ ମିନି ଅଙ୍ଗନୱାଡି କେନ୍ଦ୍ର ର ଆବଶ୍ୟକତାକୁ ନେଇ  ଶ୍ରୀ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଚାଷୀଙ୍କ ପାଇଁ ଏହି ଅଂଚଳରେ ଏକ ମେଗା ଜଳସେଚନ ପ୍ରକଳ୍ପ କରାଯାଉ ବୋଲି ବାବୁ ଫାସଡ, ଝାଙ୍କରପାଲି ଏବଂ ଭରସୁଜା ରେ ଅନୁଷ୍ଠିତ ବୈଠକମାନଙ୍କରେ ସ୍ଥାନୀୟ ଲୋକେ ପୂର୍ବତନ ବିଧାୟକ ଶ୍ରୀ ମିଶ୍ରଙ୍କୁ ଦାବି ଜଣାଇଥିଲେ । ଏ ସମସ୍ତ ଦାବିର ପ୍ରତିଉତ୍ତର ରେ ଶ୍ରୀ ମିଶ୍ର ରାସ୍ତା ମରାମତି ନିମନ୍ତେ ତୁରନ୍ତ ଫୋନ ଯୋଗେ ଗ୍ରାମ ଉନ୍ନୟନ ବିଭାଗର ଯନ୍ତ୍ରୀଙ୍କ ସହ କଥା ହୋଇ ରାସ୍ତା ମରାମତି ନିମନ୍ତେ ଶିଘ୍ର ପଦକ୍ଷେପ ନେବାକୁ କହିଥିଲେ । ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ପାଇଁ ବହୁ ଶିଘ୍ର ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରି ଏହି ଦିଗରେ ନିଶ୍ଚିତ ଭାବରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ଝାଙ୍କରପାଲି ଗ୍ରାମରେ ପ୍ରାୟତଃ ଗରିବ ଲୋକେ ରହୁଥିବାରୁ ଇନ୍ଦିରା ଆବାସ ପାଇଁ ଯେତେ ଶିଘ୍ର ହେବ ଆବେଦନ କରନ୍ତୁ ବୋଲି ଶିଘ୍ର ଲୋକଙ୍କୁ କହିବା ସହ ବାବୁପାଲି, ଭରସୁଜା ଓ ଝାଙ୍କରପାଲି ଅଂଚଳର ଚାଷୀମାନଙ୍କ ପାଇଁ ଏକ ମେଗା ଜଳସେଚନ ପ୍ରକଳ୍ପ ନିର୍ମାଣ ଦିଗରେ ଉଚ୍ଚତର

ଅଧିକାରୀମାନଙ୍କ ସହ ଆଲୋଚନା କରିବା ପ୍ରତିଶୃତି ଦେଇଥିଲେ । ଏହି ଗସ୍ତ ସମୟରେ ଶ୍ରୀ ମିଶ୍ରଙ୍କ ସହ ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନମୋହନ ପୁଟେଲ, ବୁଦୁଲା ସମବାୟ ସମିତି ସଭାପତି ଚିନ୍ତାମଣି ଭୋଇ, କଂଗ୍ରେସ ଯୁବ ନେତା ଗଣେଷ ସାହୁ, ବିଶ୍ୱଜିତ ସିଂଦେଓ,  ତପନ ସାହୁ, ସର୍ବେଶ୍ୱର ଗଡତ୍ୟା ଓ ସାଧୁ ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like