-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଶାଖାର କାର୍ଯ୍ୟକାରିଣୀ ବୈଠକ, ଆସନ୍ତା ଜାନୁୟାରୀ ୨୨ରେ ଜିଲ୍ଲା ସ୍ତରୀୟ ସାମ୍ବାଦିକ ସମାବେଶ ପାଇଁ ନିଷ୍ପତ୍ତି

22-Nov-2024



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ):ଓଡିଶା ସାମ୍ବାଦିକ ସଂଘ(ଓଜେୟୁ) ସମ୍ବଲପୁର ଜିଲ୍ଲା ଶାଖାର କାର୍ଯ୍ୟକାରିଣୀ ବୈଠକ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଅନୁଷ୍ଠିତ ହୋଇଯାଇଛି I ସଂଘର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକ ରେ ସାଧାରଣ ସମ୍ପାଦକ ସରୋଜ ସାହୁ ବୈଠକ ପରିଚାଳନା କରିଥିଲେ l ଉପସ୍ଥିତ ସମସ୍ତ ସଦସ୍ୟ ନିଜ ନିଜସ୍ୱ ମତ ପ୍ରଦାନ କରିଥିଲେ l ଅନେକ ଆଲୋଚନା ପରେ ଆସନ୍ତା ଜାନୁୟାରୀ ୨୨ ତାରିଖ ରେ ସମ୍ବଲପୁରରେ ଜିଲ୍ଲା ସ୍ତରୀୟ ସାମ୍ବାଦିକ ସମାବେଶ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିବାବେଳେ, ଆସନ୍ତା ଡିସେମ୍ବର ୨୦ ତାରିଖ ରେ ରେଙ୍ଗାଲିରେ ସାଧାରଣ ପରିଷଦ ବୈଠକ ତଥା କର୍ମକର୍ତ୍ତା ନିର୍ବାଚନ ଏବଂ ସାମ୍ବାଦିକ ସମାବେଶ ପାଇଁ ପୂର୍ବପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି I ଆୟୋଜିତ ବୈଠକରେ ସଂଘ ର ପଶ୍ଚିମ ଓଡିଶା ପ୍ରାନ୍ତୀୟ ସମ୍ପାଦକ ସାମ୍ବାଦିକ ରମାକାନ୍ତ ବିଶ୍ୱାଳ, ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର , ସୁବାଷ ନାୟକ, ସାଧବ ପ୍ରଧାନ, ସୁକାନ୍ତ କର, ସନ୍ତୋଷ ସାହୁ, ସତ୍ୟଜିତ ମହାପାତ୍ର, ଅଜୟ ନାଥ, ଶିଶିର ସାହୁ, ଜୁସମାନ ବାଦଶାହ ରାଣା, ହରିଶଙ୍କର ମିଶ୍ର, ସଞ୍ଜୟ ପାଗଡ଼, ସୁରେନ୍ଦ୍ର ବିଶ୍ୱାଳ, ମହାବୀର ସିଂ ଦେଓ, ଅନିଲ ଶ୍ରୀରାମକା, ଅଶୋକ ପଟେଲ, ଚୈତନ୍ୟ ନାୟକ, ସୁବ୍ରତ ପାଢ଼ୀ, ନବୀନ ଦାଶ, ନିମାଇ ଚରଣ ସାହୁ, ନର୍ସିଙ୍ଗ ବଗର୍ତ୍ତୀ, ଦୁଲାଳ ଚନ୍ଦ୍ର ରାୟ, ସଂଜିବ ପାଣିଗ୍ରାହୀ, ସୁରଜ ପୋଦ୍ଦାର, ସନ୍ଦୀପ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ପ୍ରଦୀପ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like