-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ମଣ୍ଡେଇ ମହୋତ୍ସବ -୨୦୨୪ରେ କୋଷାଗୁମୁଡା ଠାରେ ମୁଖ୍ୟଆତିଥି ଭାବେ ଯୋଗଦେଲେ ଡାବୁଗାଁ ବିଧାୟକ

23-Nov-2024



ନବରଙ୍ଗପୁର:-(ମିହିର ଶଙ୍କର ପାତ୍ର)
 ଜିଲ୍ଲାର କଳା, ସଂସ୍କ୍ରୁତି, ଐତିହ୍ୟ, ପରମ୍ପରା ର ପର୍ବ "ମଣ୍ଡେଇ" ବ୍ଲକ୍ ସ୍ତରରେ ଉଦ୍ଘାଟିତ ହୋଇଯାଇଛି !ସ୍ଥାନୀୟ ପାରମ୍ପରିକ ଦେଶିଆ ନାଚ ସହ ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରି  କୋଷାଗୁମୁଡା ବ୍ଲକ ରେ ପାରମ୍ପରିକ ଭାବରେ ଜିଲ୍ଲା ସ୍ତରୀୟ ମଣ୍ଡେଇ ମହୋତ୍ସବ ସୁରୁଖୁରୁ ରେ ସମାପନ ହଇଥିବା ଦେଖିବାକୁ ମିଳିଛି ! ପ୍ରାୟ ୪ ହଜାର ଲୋକଙ୍କର ସମାବେଶରେ କୋଷାଗୁମୁଡା ରାଜା ଚାଉରିଆ ମନ୍ଦିର ରୁ ମସଲା ସଭାଯାତ୍ର ରେ ବାହାରି କୋଷାଗୁମୁଡା ସ୍ଥିତ ସହିଦ ମିନି ଷ୍ଟାଡିଅମ ଠାରେ ଆୟୋଜିତ ମଣ୍ଡେଇ ମଞ୍ଚ କୁ ପହଂଚି ଥିଲେ ଏହି ଶୋଭାଯାତ୍ରାରେ ପ୍ରାୟ ୧୮ ଟି ସାଂସ୍କୃତିକ ଦଳ ସାମିଲ ହୋଇ ମଶାଲ କୁ ପାଛୋଟି ନେଇଥିଲେ ! ପରେ ସମସ୍ତ ଅତିଥି ବୃନ୍ଦ ଦେବା ଦେବୀଙ୍କ ଙ୍କୁ ପୂଜା ଅର୍ଚନା କରିଥିଲେ। ଆଜି ମଣ୍ଡେଇ ଅବସରରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଜିଲ୍ଲାପରିଷଦ ଅଦକ୍ଷ ମୋତିରାମ ନାୟକ, ଜିଲ୍ଲାପାଳ ପ୍ରକାଶ ମିଶ୍ର,ସମସ୍ତ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ ,ସମିତି ସଭ୍ୟ, କୋଷାଗୁମୁଡା ବ୍ଲକ କର୍ମଚାରୀ,ଓ (26)ଗୋଟି ପଞ୍ଚାୟତର କଳାକାର ମାନଙ୍କ ସହ ଗାଁ ଗହଳିରୁ ଆସିଥିବା ଦର୍ଶକ ମାନେ ମଣ୍ଡେଇରେ ଉପସ୍ଥିତି ଥିଲେ। ଅତିଥି ମାନଙ୍କ ଦ୍ୱାରା କଳା ଓ ସଂସ୍କୃତି କ୍ଷେତ୍ର ରେ କାର୍ଯ୍ୟକରୁଥିବା ବ୍ଲକର ବିଭିନ୍ନ କାଳ ପ୍ରେମୀ ଙ୍କୁ ତଥା ସରକାରି କାର୍ଯ୍ୟରତ ବିଭିନ୍ନ ବିଭାଗର କର୍ମଚାରୀ ଙ୍କୁ ତାଙ୍କ କାର୍ଯ୍ୟକ୍ଷେତ୍ର ରେ ଉତ୍ତମ ପ୍ରଦର୍ଶନୀ ପାଇଁ ମାନପତ୍ର ସହ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ।ଏହାପରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ନିଜ ନାଚ ଗିତ ପ୍ରଦର୍ଶନ କରି ଉପସ୍ଥିତ ସମସ୍ତ ଙ୍କୁ ନିଜ ନିଜ ପ୍ରତିଭା ଦ୍ୱାରା ମନମୁଗ୍ଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like