-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦଯାପିତ

23-Nov-2024



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିବା ପରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦଘାଟନୀ ସମାରୋହରେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ କ୍ରୀଡ଼ାର ଶୁଭାରମ୍ଭ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡ଼ାର ମହତ୍ୱ ବିଷୟରେ ଆଲୋକପାତ କରାଇଥିଲେ । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସୁଧାଂଶୁ ମୋହନ ପତି, ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁପରିଚାଳନା ପାଇଁଁ ମାର୍ଗଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଆଚାର୍ଯ୍ୟା ମମତା ମହାରଣା କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ , ଆଚାର୍ଯ୍ୟା ଓ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିଥିବା ବେଳେ ଦ୍ବିତୀୟ ଦିନ ଅପରାହ୍ନରେ ଉଦଯାପିତ ହୋଇଥିଲା । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଉପଖଣ୍ଡର ଡେପୁଟି କଲେକ୍ଟର ଧିରଜ

କୁମାର ପାତ୍ର ଯୋଗଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଧାଂଶୁ ମୋହନ ପତି,ସମ୍ପାଦକ ତୀର୍ଥବାସୀ ଘଡ଼ାଇ ,ଯୁଗ୍ମ ସମ୍ପାଦକ ପ୍ରକାଶ ଚନ୍ଦ୍ର ନାୟକ, ଉପସଭାପତି ଦଣ୍ଡପାଣି ଭୂୟାଁ, କୋଷାଧ୍ୟକ୍ଷ ସୁବାଷ ଚନ୍ଦ୍ର ଦିଗାଳ ଓ ସଦସ୍ୟା ସୋନିଆ ସାହୁ ପ୍ରମୁଖ  ଉପସ୍ଥିତ ଥିଲେ । ସଭାକାର୍ଯ୍ୟ ପରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୧୨୦ ଟି ପ୍ରତିଯୋଗିତାରେ ୫୦୦ ଶିଶୁ ଭାଗନେଇଥିଲେ । ସେଥିରେ କୃତିତ୍ୱ ଅର୍ଜନ କରିଥିବା ଶିଶୁମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଶେଷରେ କ୍ରୀଡ଼ା ମହୋତ୍ସବର ମଶାଲ ଜ୍ୟୋତି ନିର୍ବାପିତ କରାଯାଇ ରାଷ୍ଟ୍ରଗୀତ ବନ୍ଦେ ମାତରଂ ଗାନ କରି ମହୋତ୍ସବ ସମାପ୍ତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like