-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ବରପାଲିରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ଓ ଭୁଲିଆ ସମାଜର ମହାସଭା

23-Nov-2024



ବରପାଲି(ସୁଦାମ ଦୀପ): ସ୍ଵଭାବ କବି ଗଙ୍ଗାଧରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ତଥା ଭୁଲିଆ ସମାଜ ମହାସଭାର ଶହେ ବର୍ଷ ପୂର୍ତ୍ତି ଉପଲକ୍ଷେ କବିଙ୍କ ଜନ୍ମ ପୀଠ ବରପାଲିରେ ପଞ୍ଚ ଦିବସୀୟ ରାଜ୍ୟ ସ୍ତରୀୟ ଭୁଲିଆ ସମାଜର ଏକ ସମ୍ମିଳନୀ ବରପାଲି ରେ ଅନୁଷ୍ଠିତ ହେବ। ଶନିବାର ୨୩ ତାରିଖ ଠାରୁ ଆରମ୍ଭ ହୋଇ ୨୭ ତାରିଖରେ ଏହା ଉଦଯାପିତ ହେବ ବୋଲି ନିଖିଳ ଓଡ଼ିଶା ମେହେର ସମାଜ ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ନିଖିଲ ଓଡ଼ିଶା ମେହେର(ଭୁଲିଆ) ସମାଜର ରାଜ୍ୟ ସଭାପତି ବୈଶମ୍ପାୟନ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୩ ତାରିଖ ଅପରାହ୍ନ ୩ ଘଣ୍ଟା ସମୟରେ ସହସ୍ରାଧିକ ମହିଳା ଙ୍କ କଳସ ଶୋଭାଯାତ୍ରା ସହ ଏହି ରାଜ୍ୟ ସ୍ତରୀୟ ସମ୍ମିଳନୀ ଉଦଘାଟିତ ହେବ । ଏହି ପଞ୍ଚ ଦିବସୀୟ ସମ୍ମିଳନୀରେ ପ୍ରତ୍ୟହ ଗଙ୍ଗାଧର ସାହିତ୍ୟ ଆଲୋଚନା, ସାଂସ୍କୃତିକ କାର୍ଯ୍ୟକ୍ରମ, ବୁଣାକାର ସମ୍ମିଳନୀ ଆଦି କାର୍ଯକ୍ରମ ଅନୁଷ୍ଠିତ ହେବ ବୋଲି ଅଧ୍ୟାପକ ଶୁକମୁନି ମେହେର ସୂଚନା ପ୍ରଦାନ କରିଥିଲେ । ଏହି ସମ୍ମିଳନୀରେ ରାଜ୍ୟ ଓ ରାଜ୍ୟ ବାହାର ରୁ ପ୍ରାୟ ଦଶ ହଜାର ସଭ୍ୟ ଯୋଗ ଦେବେ ବୋଲି ସୂଚନା ପ୍ରଦାନ କରିଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କାର୍ଯକାରୀ ସଭାପତି ସୁରେନ୍ଦ୍ର ମେହେର, ଡାକ୍ତର ଶଙ୍କର୍ଷଣ ମେହେର, ସରୋଜ ମେହେର, ଅବନୀ ମେହେର, ବଜରଙ୍ଗ ମେହେର, ନବ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like