-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||     

HOME   ଜିଲ୍ଲା

ବରପାଲିରେ ଜନସ୍ବାସ୍ଥ୍ୟ କେନ୍ଦ୍ର ଭିତ୍ତିପ୍ରସ୍ତର ସ୍ଥାପନ  

23-Nov-2024



            
ବରପାଲି  (ସୁଦାମ ଦୀପ )
ବରପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ପୂର୍ତ୍ତବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ବ୍ଲକ ଜନସ୍ବାସ୍ଥ୍ୟ କେନ୍ଦ୍ର ସି. ଏଚ. ସି.ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ ଓ ସମ୍ମାନିତ ଅତିଥି ରୂପେ  ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଦୀନେଶ ଗହୀର ଯୋଗଦେଇ ଭୂମିପୂଜନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ ବିଭାଗୀୟ ଏସ.ଡି.ଓ. ସୁସ୍ମିତା ସାହୁ,ମେଡ଼ିକାଲ ଅଫିସର ଡ଼ା. ରାଜେଶ ବେହେରା ,ଆନନ୍ଦ ବାବୁ,ଅରବିନ୍ଦ ବାବୁ,ଜୟନ୍ତ ତ୍ରିପାଠୀ,ସ୍ଵାସ୍ଥ୍ୟ କେନ୍ଦ୍ର କର୍ମଚାରୀ ସହ ବିଜେପି ନଗରମଣ୍ଡଳ ସଭାପତି ପଦ୍ମଲୋଚନ ସାହୁ, ସତଲମା ମଣ୍ଡଳ ସଭାପତି ଧିରୋଜ ପଧାନ,ମହିଳା ମୋର୍ଚ୍ଚା ସଭାପତି ବନ୍ଦନା ବେହେରା,ଚୁମକୀ ମେହେର,ଶରତ ଦାଶ,ଦୟାଳୁ ସାହୁ,ଶ୍ୟାମ ଶ୍ରୀବସ୍ତାଵ,ଲବ ବେହେରା,ଦେବାନନ୍ଦ ଦାଶ, ଶାସ୍ତ୍ରୀ ପଣ୍ଡା,ବୁଲୁ ରଣା ପ୍ରମୁଖ ବିଜେପି କର୍ମୀ ମାନେ ଉପସ୍ଥିତ ରହିଥିଲେ । ହାରାହାରି ୮୦ ଲକ୍ଷ ଅଟକଳରେ କାର୍ଯ୍ଯକ୍ରମରେ ନିର୍ମାଣ କରାଯିବ ବୋଲି  ବିଭାଗୀୟ ସୂତ୍ରରୁ ଜଣାପଡିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026

You Might Also Like