-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଶାଖାର କାର୍ଯ୍ୟକାରିଣୀ ବୈଠକ, ଆସନ୍ତା ଜାନୁୟାରୀ ୨୨ରେ ଜିଲ୍ଲା ସ୍ତରୀୟ ସାମ୍ବାଦିକ ସମାବେଶ ପାଇଁ ନିଷ୍ପତ୍ତି I

23-Nov-2024




ସମ୍ବଲପୁର-(ସଞ୍ଜିବ୍ ପାଣିଗ୍ରାହୀ) :ଓଡିଶା ସାମ୍ବାଦିକ ସଂଘ ( ଓଜେୟୁ) ସମ୍ବଲପୁର ଜିଲ୍ଲା ଶାଖାର କାର୍ଯ୍ୟକାରିଣୀ ବୈଠକ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଅନୁଷ୍ଠିତ ହୋଇଯାଇଛି I ସଂଘ ର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକ ରେ ସାଧାରଣ ସମ୍ପାଦକ ସରୋଜ ସାହୁ ବୈଠକ ପରିଚାଳନା କରିଥିଲେ l ଉପସ୍ଥିତ ସମସ୍ତ ସଦସ୍ୟ ନିଜ ନିଜସ୍ୱ ମତ ପ୍ରଦାନ କରିଥିଲେ l ଅନେକ ଆଲୋଚନା ପରେ ଆସନ୍ତା ଜାନୁୟାରୀ ୨୨ ତାରିଖ ରେ ସମ୍ବଲପୁରରେ ଜିଲ୍ଲା ସ୍ତରୀୟ ସାମ୍ବାଦିକ ସମାବେଶ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିବାବେଳେ, ଆସନ୍ତା ଡିସେମ୍ବର ୨୦ ତାରିଖ ରେ ରେଙ୍ଗାଲିରେ ସାଧାରଣ ପରିଷଦ ବୈଠକ ତଥା କର୍ମକର୍ତ୍ତା ନିର୍ବାଚନ ଏବଂ ସାମ୍ବାଦିକ ସମାବେଶ ପାଇଁ ପୂର୍ବପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି I ଆୟୋଜିତ ବୈଠକରେ ସଂଘ ର ପଶ୍ଚିମ ଓଡିଶା ପ୍ରାନ୍ତୀୟ ସମ୍ପାଦକ ସାମ୍ବାଦିକ ରମାକାନ୍ତ ବିଶ୍ୱାଳ, ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର , ସୁବାଷ ନାୟକ, ସାଧବ ପ୍ରଧାନ, ସୁକାନ୍ତ କର, ସନ୍ତୋଷ ସାହୁ, ସତ୍ୟଜିତ ମହାପାତ୍ର, ଅଜୟ ନାଥ, ଶିଶିର ସାହୁ, ଜୁସମାନ ବାଦଶାହ ରାଣା, ହରିଶଙ୍କର ମିଶ୍ର, ସଞ୍ଜୟ ପାଗଡ଼, ସୁରେନ୍ଦ୍ର ବିଶ୍ୱାଳ, ମହାବୀର ସିଂ ଦେଓ, ଅନିଲ ଶ୍ରୀରାମକା, ଅଶୋକ ପଟେଲ, ଚୈତନ୍ୟ ନାୟକ, ସୁବ୍ରତ ପାଢ଼ୀ, ନବୀନ ଦାଶ, ନିମାଇ ଚରଣ ସାହୁ, ନର୍ସିଙ୍ଗ ବଗର୍ତ୍ତୀ, ଦୁଲାଳ ଚନ୍ଦ୍ର ରାୟ, ସଂଜିବ ପାଣିଗ୍ରାହୀ, ସୁରଜ ପୋଦ୍ଦାର, ସନ୍ଦୀପ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ପ୍ରଦୀପ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026

You Might Also Like