-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ ଶ୍ରୀବନ୍ତ ମିଶ୍ର ଙ୍କ ଜନ୍ମ ଦିବସ ପାଳନ

23-Nov-2024



-  ସୋନପୁର (ମନୋରଞ୍ଜନ ତ୍ରିପାଠୀ )ଆଜି ସନ୍ଧ୍ୟା ୬ ଘଣ୍ଟା ରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ସଂଘ ର ଉପଦେଷ୍ଟା ତଥା ସୋନପୁର ର ବିଶିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଲିକ ଙ୍କ ୬୮ ତମ ଜନ୍ମତିଥି ପାଳନ କରାଯାଇଛି l ଏହି ଅବସର ରେ ସ୍ୱଚ୍ଛ ଭାରତ ସଂଗଠନ ର କର୍ମକର୍ତା ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶୁଭ କାମନା ଜଣାଇ ଶ୍ରୀ ମଲ୍ଲିକ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି l ସେହିପରି ପଏଁରି ଅନୁଷ୍ଠାନ ପକ୍ଷରୁ ପଏଁରୀ ଠାରେ ଓ ଦିବ୍ୟଊର୍ଯା ଯୋଗ ସମିତି ପକ୍ଷରୁ ହୋଟେଲ୍ ମୁନ ଠାରେ ଆୟୋଜିତ ଜନ୍ମ ଦିନ ଉତ୍ସବ ରେ ମଧ୍ୟ ଶ୍ରୀ ମଲ୍ଲିକ ଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଜାଇଛି l ରାଜ୍ୟ ପୁରସ୍କାର ପ୍ରାପ୍ତ ଏ ମାଟିର ଗୌରବ ସିନେ ଅଭିନେତା ଶ୍ରୀ ଗଦାଧର ବାରିକ  ଅତିଥି ଭାବେ ଯୋଗ ଦେଇ ଥିଲେ l ସ୍ୱଚ୍ଛ ଭାରତ ପକ୍ଷରୁ ବରିଷ୍ଠ ସ୍ବେଛାସେବୀ ଗଣେଶ ମିଶ୍ର, ଅବସର ପ୍ରାପ୍ତ ବି ଇ ଓ ପ୍ରତାପ ଦାଶ , ଯୋଗ ଗୁରୁ ମନୋଜ ପଣ୍ଡା ଙ୍କ ଦ୍ଵାରା ଶ୍ରୀ ମଲ୍ଲିକ ଙ୍କୁ ଉପ ଢ଼ୌକନ୍ ଦେଇ ସମ୍ବର୍ଧନା କରାଯାଇ ଥିବା ବେଳେ  ପଏଁରୀ ଅନୁଷ୍ଟାନ ର ସଭାପତି ଲଡୁ କିଶୋର ମଲ୍ଲିକ, ସଂପାଦକ ଚୌଧୁରୀ ବିଭାର ଙ୍କ ଦ୍ବାରା ଓ ଯୋଗ ସମିତି ପକ୍ଷରୁ ସଭାପତି ଗୋପାଳ ନେଗୀ ଓ ମହିଳା ସଦସ୍ୟ ଙ୍କ ଦ୍ବାରା ଉପ ଢ଼ୌକନ ଫୁଲ ତୋଡା ଦେଇ ସମ୍ବର୍ଧନା କରା ଯାଇଛି 

ସେହିପରି ଯୋଗ ସମିତି ସଂପାଦକ ଶ୍ରିବନ୍ତ ମିଶ୍ର ଙ୍କ ଜନ୍ମ ଦିନ ଅବସର ରେ ହୋଟେଲ୍ ମୁନ ଠାରେ ଏକ ଭବ୍ୟ ଉତ୍ସବ ପାଳନ କରାଯାଇଛି l ଓ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଈଥିଲା l  ଶ୍ରୀ ମିଶ୍ର ଙ୍କୁ ମଧ୍ୟ ଯୋଗ ସମିତି ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଦୀର୍ଘାୟୁ ଓ ଶୁଭ କାମନା ଦିଆ ଯାଇଛି l ସମସ୍ତ ଅନୁଷ୍ଠାନ ରେ ଆୟୋଜିତ ଏହି ଉତ୍ସବ ମାନଙ୍କ ରେ ସମସ୍ତ୍ ସଭ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like