-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ 

23-Nov-2024



ହିଞ୍ଜିଳି କାଟୁ ସ୍ଵୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ପ୍ରାଧ୍ୟାପକ ଦୀନବନ୍ଧୁ ମହାନ୍ତି ଙ୍କୁ ବିଦାୟ ସମ୍ବର୍ଦ୍ଧନା ଆମ ସଂସ୍କୃତି ଓ ପରମ୍ପରା ଅନୁସାରେ ଦିଆଯାଇଛି ।ଅଧ୍ୟକ୍ଷ ଅରୁଣ କୁମାର ଖାଡେଙ୍ଗା ଯୋଗଦେଇ ମହାନ୍ତି ଙ୍କ ସାଂଗଠାନିକ ଦକ୍ଷତା ,ଦକ୍ଷ ସାହିତ୍ୟିକ ,ଜଣେ ଛାତ୍ର ବତ୍ସଲ ପ୍ରାଧ୍ୟାପକ ଥିଲେ ବୋଲି ବକ୍ତବ୍ୟ ରଖିଥିଲେ ତତ୍ ସହିତ ସମ୍ମାନିତ ଅତିଥି ଭାବେ ପ୍ରାଧ୍ୟାପକ ଡ. କେଶବ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ରହି ବିଭାଗର ଛାତ୍ର ଛାତ୍ରୀ,ଅଧ୍ୟାପକ, ଅଧ୍ୟାପିକା ,ମହାନ୍ତି ସାର୍ ଙ୍କ ପଢ଼ାଇବା ଶୈଳୀ ରେ ଯେଉଁ  ନାଟକୀୟତା ଯାହା ଆମ ହୃଦୟକୁ ଛୁଇଁ ଥାଏ ବୋଲି କହିଥିଲେ ।ପ୍ରାଧ୍ୟାପକ ଦୀନବନ୍ଧୁ ମହାନ୍ତି ବର୍ତ୍ତମାନ କନ୍ଧମାଳ ଜିଲ୍ଲା ଟିକାବାଲି କଲେଜ ରେ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରୁଛନ୍ତି ,ସେ ତାଙ୍କ ବକ୍ତବ୍ୟରେ ଏ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ, ଛାତ୍ର ଛାତ୍ରୀ ଙ୍କ ମୁଠାଏ ସ୍ନେହ, ଅଞ୍ଜୁଳାଏ ମମତା ମୋ ହୃଦୟ ପଠା ରେ ସାଇତା ହୋଇ ରହିବ ବୋଲି କହିଥିଲେ ।ବିଭାଗୀୟ ମୁଖ୍ୟ ଅଧ୍ୟାପକ ଜଗନ୍ନାଥ ମହାପାତ୍ର କାର୍ଯକ୍ରମର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ। ଅଧ୍ୟାପକ ଅନିଲ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅଧ୍ୟାପକ ସୁଦର୍ଶନ ରଇତ, ଅଧ୍ୟାପିକା ସଙ୍ଗୀତା ମିଶ୍ର, ଅଧ୍ୟାପିକା ଭାରତୀ ସାହୁ, ଅଧ୍ୟାପିକା ସୋନାଲି ମିଶ୍ର କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ। ପରିଶେଷରେ ବିଭାଗର ନୂତନ ଅଧ୍ୟାପିକା ଭାବେ ଯୋଗ ଦେଇଥିବା ବର୍ଷାରାଣୀ ଗୌଡ଼ଙ୍କୁ ସ୍ଵାଗତ କରାଯାଇଥିଲା। ଛାତ୍ର ରାଜେଶ କୁମାର ପାତ୍ର, କାହ୍ନୁ ଚରଣ ପାତ୍ର, ଆକାଶ ସାହୁ, ଛାତ୍ରୀ ରାଧାମଣୀ, ଦିପା, ଶୁଭସ୍ମିତା, ପ୍ରାଚୀ, ଶ୍ରୀୟା, ପ୍ରିୟଙ୍କା,କାଜଲ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

(ରମେଶ ପଣ୍ଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like