-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ସରୋଜ ମିଶ୍ର ହେଲେ ଓଡିଶା ପୋଲିସ ହାବିଲଦାର କନେଷ୍ଟବଲ ସଙ୍ଘର ରାଜ୍ୟ ସଂଗଠନ ସମ୍ପାଦକ

23-Nov-2024



ବଲାଙ୍ଗିର, -  ପୂର୍ବତନ ସଭାପତି ଓଡିଶା ପୋଲିସ ହାବିଲଦାର କନେଷ୍ଟବଳ ସଂଘ ବଲାଙ୍ଗିରର  ସରୋଜ କୁମାର ମିଶ୍ର ବର୍ତ୍ତମାନ ହୋଇଥିବା ଓଡିଶା ପୋଲିସ ମହାସଂଘ ନିର୍ବାଚନ ରେ ସାଂଗଠାନିକ ସଂପାଦକ ପଦବୀ ରେ ବିଜୟୀ ହୋଇଛନ୍ତି ଳ ବଲାଙ୍ଗିର ଜିଲ୍ଲା ପୋଲିସ ତରଫ ରୁ ସରୋଜ କୁମାର

ମିଶ୍ରଙ୍କୁ ଶହ ଶହ ପୋଲିସ କର୍ମୀ ତୁଳସିନଗର ଶିବ ମନ୍ଦିର ଠାରେ ସ୍ଵାଗତ ସମର୍ଦ୍ଧନା କରିଥିଲେ  ଏବଂ ପଦଯାତ୍ରା ରେ ବିଜୟୀ ଶ୍ରୀମିଶ୍ର ଙ୍କୁ  ରିଜର୍ଭ କ୍ୟାମ୍ପସ କୁ ପାଛୋଟି ନେଇ ଥିଲେ l  ଏହି ଅବସର ରେ ଉପସଭାପତି ବିନୋଦ କୁମାର ହଂସ , ସାଧାରଣ ସଂପାଦକ ବିଜୟ କୁମାର ପୁଟେଲ , ଯୁଗ୍ମ ସମ୍ପାଦକ (ଦୁଇ) ଗିରୀଶ କୁମାର ବେହେରା l କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଦିଲ୍ଲୀପ ଭୋଇ ,ଆକାଶ ନାଏକ, ସୁଶାନ୍ତ କୁମାର ଭୋଇ ଓ ଲାଲମଣି ଧରୁଆ ,  ପୂର୍ବତନ କୋଷାଧ୍ୟକ୍ଷ ଅଞ୍ଜନ ପଧାନ,ପୂର୍ବତନ ସଂପାଦକ ଲକ୍ଷ୍ମଣ ସଲତର , ପୂର୍ବତନ ଯୁଗ୍ମ ସମ୍ପାଦକ ବୈରାଗୀ ବିଶି, ଶାନ୍ତନୁ ହନୁମାନ, ଜିତେନ୍ଦ୍ର ସାହୁ, ଯୁଗେଶ୍ୱର ମୁଗରି, ଶିବ ପଧାନ, ଏବଂ ସୁବଳ ସାହୁ ଙ୍କ ସହିତ ସମସ୍ତ ହାବିଲଦାର , କନେଷ୍ଟବଳ, ପୋଲିସ୍ ଡ୍ରାଇଭର ଓ ମହିଳା ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like