-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ମଦ ମୁକ୍ତି ଯୁବବାହିନୀ ତରଫରୁ ନବକୃଷ୍ଣ ଚୌଧୁରୀ ଙ୍କ ଜୟନ୍ତୀ ପାଳିତ

24-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ମହାବିଦ୍ୟାଳୟ ପରିସରରେ  ମଦମୁକ୍ତି ଯୁବବାହିନୀ ଓଡିଶା ସୁବର୍ଣ୍ଣପୁର ଶାଖା ତରଫରୁ ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଜୟନ୍ତୀ ପାଳନ ସହ ରାଜ୍ୟ କୁ ସମ୍ପୂର୍ଣ ମଦମୁକ୍ତ ସହ ସଶକ୍ତ ନିଶାନିବାରଣ ଆଇନ ଲାଗୁ କରିବାକୁ ଏକ ଦସ୍ତଖତ ଅଭିଯାନ ଆରମ୍ଭ ଅନୁଷ୍ଠିତ ହୋଇଯାଇଛି। ନବ ବାବୁ ଙ୍କ ମୁଖ୍ୟମନ୍ତ୍ରୀ ଥିବା ସମୟରେ ଓଡିଶା ନିଶାନିବାରଣ ଆଇନ ୧୯୫୬ ବିଧାନସଭା ରେ ଆଗତ କରାଇଥିଲେ କିନ୍ତୁ ପରବର୍ତୀ ସମୟରେ ଏହି ଆଇନ କୁ କାର୍ଯ୍ୟକାରୀ କରାଗଲାନାହିଁ । ଫଳରେ ଆଜି ର ସମାଜ ନିଶା କବଳରେ କବଳିତ, ନାରୀ ନିର୍ଯାତନା, ରାସ୍ତା ଦୁର୍ଘଟଣା, ଅକାଳ ମୃତ୍ୟୁ, ଅପରାଧ ଚରମ ସୀମା ରେ ପହଞ୍ଚିଛି। ତେଣୁ ମଦ କୁ ସମ୍ପୂର୍ଣ ବନ୍ଦ କଲେ ସୁସ୍ଥ ସମାଜ ଗଠନ ହୋଇପାରିବ।‌କାର୍ଯ୍ୟକ୍ରମ ରେ ଜିଲ୍ଲା ସଂଯୋଜକ ସୁଦାମ ଗାଈଗରିଆ ଯୋଗ ଦେଇ ନବବାବୁଙ୍କ ନିତି ଆଦର୍ଶ ବିଷୟରେ ଆଲୋଚନା କରିବା ସହ ଓଡିଶା ସରକାର ସଂଗ୍ରହ କରୁଥିବା ଅବକାରୀ ରାଜସ୍ବ ତୁଳନା ରେ ଅଧିକ କ୍ଷତି ହେଉଥିବା ସୂଚନା ସହ ଟେକଚନ୍ଦ କମିସନ ତଥ୍ୟ ଉପସ୍ଥାପନା କରିଥିଲେ। ମଦ ମୁକ୍ତି ଯୁବବାହିନୀ ର ଅନ୍ୟତମ ସଦସ୍ୟ ରାମେଶ୍ୱର ବଡ଼ମାଳୀ ଯୁବପିଢ଼ି ନିଶା ଠାରୁ ଦୁରେଇ ରହିବାକୁ ଆହ୍ୱାନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଏକ ପ୍ରଶ୍ନତ୍ତରୀ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଶେଷରେ ଏନ ସି ସି ଛାତ୍ର ସତ୍ୟସାଇ ମହାକୁର ଧନ୍ୟବାଦ ଅର୍ପଣ କରିଥିବା ବେଳେ ମିତ୍ରଭାନୁ ମଲ୍ଲିକ ଓ ବିଶ୍ୱମ୍ବର ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like