-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ତରଭା ଶିଶୁ ମନ୍ଦିର ର ବାର୍ଷିକ କ୍ରୀଡା ପ୍ରତିଯୋଗିତା

24-Nov-2024



ତରଭା(କପିଳାସ ସେଠ )ତରଭା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଅଷ୍ଟବିଂଶତମ  ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶୁକ୍ରବାର ହାଇସ୍କୁଲ ଖେଳପଡିଆ ରେ ଅନୁଷ୍ଠିତ ହୋଇ ଯାଇଛି  I  ପ୍ରଧାନ ଆଚାର୍ଯ୍ୟ  ମହେନ୍ଦ୍ର ନାଏକ ଅଧକ୍ଷତା କରିଥିଲେ I  ତରଭା ଏ ଇ ଏସ ମହାବିଦ୍ୟାଳୟ ର ଖେଳ ଶିକ୍ଷକ ମୁଖ୍ୟ ଅତିଥି ଭାବେ  ସଂଜୀବ  ସାହୁ  ବାର୍ଷିକ କ୍ରୀଡା ପ୍ରତିଯୋଗିତା କୁ ଉଦଘାଟନ କରିଥିଲେ I   ପରିଚାଳନା କମିଟି ର ଉପସଭାପତି ବିଚିତ୍ର  କୁମାର ସାହୁ ସମମ୍ମାନିତ ଅତିଥିଭାବେ ଯୋଗ ଦେଇ କ୍ରୀଡ଼ାର ମହତ୍ୱ ଉପରେ  ବକ୍ତ୍ୟବ ରଖିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ I  ବିଦ୍ୟାଳୟ ପରିଚାଳନା କମିଟି  ସଭାପତି  ଆନନ୍ଦ ପ୍ରକାଶ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ   I ପ୍ରତିଯୋଗିତା ରେ  ୫୦୭ ଜଣ ଶିଶୁ ବିଭିନ୍ନ ଖେଳରେ ଭାଗ ନେଇ ନିଜର କୃତିତ୍ୱ ପ୍ରତିପାଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଅଭିଭାବକଙ୍କ ୧୦୦ ମିଟର ଦୌଡ,  ପାଣି ଗ୍ଲାସ୍ ଦୌଡପ୍ରତିଯୋଗିତା  ହୋଇଥିଲା ଉଦଯାପନୀ  ସମାରହୋରେ ନବୋଦୟ ବିଦ୍ୟାଳୟ ର  ଅଧ୍ୟକ୍ଷ  ଶାଶ୍ଵତ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦାନ କରିଥିବା ବେଳେ  ସମ୍ମାନୀତ ଅତିଥି8

ଅଗ୍ନିଶମ ଅଧିକାରୀ  ଅନିଲ କୁମାର ମିଶ୍ର,  ସଭାପତିଅଗ୍ରୱାଲ,  ,ଉପସଭାପତି ସାହୁ ଓ ସମ୍ପାଦକ  ଲକ୍ଷ୍ମଣ ରଣା ଯୋଗ ଦାନ କରି କ୍ରୀଡା ପ୍ରତିଯୋଗିତା ଶିଶୁ ର ଉନ୍ନତି ପଥ ରେ ସହାୟକ ହୋଇ ଥାଏ ବୋଲି ମତ ରଖି ଥିଲେ I  ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ଅତିଥି ଙ୍କ ଦ୍ୱରା  ପୁରସ୍କାର ପ୍ରଦାନ କରାଯାଇଥିଲା I ଚନ୍ଦନ ମହାକୁର, ରୋଷ୍ନି ମେରଳୀ  ଏବଂ ଦେବାଶିଷ ଦେଓ ଶ୍ରେଷ୍ଠ କ୍ରୀଡାବିଦ ଭାବରେ ପୁରସ୍କୃତ ହୋଇ ଥିଲେ  I  ବରିଷ୍ଠ ଆଚାର୍ଯ୍ୟ  ସୁରେଶ ମାହାର କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାରୀରିକ ପ୍ରମୁଖ ଗରିବ କବାଟ ସମସ୍ତ ଖେଳ ପରିଚାଳନା କରିଥିଲେ  । ଏଥିରେ ସମସ୍ତ ଗୁରୁଜୀ ଗୁରୁମା ,ସେବକ ସେବିକା ପ୍ରତିଯୋଗିତା ରେ  ସହଯୋଗ କରି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like