-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବରପାଲି ଫର୍ମାସି କଲେଜରେ ଜାତୀୟ ସ୍ତରୀୟ ଔଷଧୀୟ କର୍ମଶାଳା ଅନୁଷ୍ଠିତ,

24-Nov-2024



ବରପାଲି -(ସୁଦାମ ଦୀପ), ବରଗଡ ଜିଲ୍ଲା ବରପାଲି ସମଲେଶ୍ବରୀ ବିହାର ସ୍ଥିତ ଫାର୍ମାସୀ କଲେଜ୍ ପରିସରରେ ଜାତୀୟ ସ୍ତରୀୟ ଔଷଧୀୟ କର୍ମଶାଳା ଶନିବାର ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡ. ନୋଇଡାଏସପିଇ ମୂଖ୍ୟ ଡ . ଉପେନ୍ଦ୍ର ନାଗାଇଚ, ସମ୍ମାନିତ ଅତିଥି ଭାବରେ ହାଇଦ୍ରାବାଦ ଅନୁରାଗ ବିଶ୍ଵବିଦ୍ୟାଳୟର ପ୍ରଫେସର ଡ. ଏମ. ଅକିଫ ହାକ୍ ତଥା ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ଭୁବନେଶ୍ୱର ପ୍ରଫେସର ଡ. ପ୍ରତାପ କୁମାର ସାହୁ, ଯୋଗଦେଇ ନୂତନ ଔଷଧୀୟ ଉଦ୍ଭାବନ କ୍ଷେତ୍ରରେ ଜଣେ ଫାର୍ମାସୀର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ପ୍ରକାଶ କରିଥଲେ l ଉଦ୍ଘାଟନୀ ଉତ୍ସବରେ ବରପାଲି ଫାର୍ମାସୀ କଲେଜ୍ ଅଧ୍ୟକ୍ଷ ଅର୍ଣ୍ଣବିଦିତ୍ୟ ମିଶ୍ର ସ୍ୱାଗତ ଭାଷଣ ଦେଇ ଥିବାବେଳେ ପରିଚାଳନା କମିଟି ଅଧ୍ୟକ୍ଷ ନରେନ୍ଦ୍ର କୁମାର ହୋତା ଓ ପରିଚାଳନା କମିଟି ସଭାପତି ହିମାଂଶୁ ମୋହନ ଦେଓ କର୍ମଶାଳାର ଆଭିମୁଖ୍ୟ ପ୍ରକାଶ କରିଥଲେ l ଏହି ଅବସରରେ ସ୍ଵର୍ଣ୍ଣ ପଦକ ବିଜେତା ଛାତ୍ର ଛାତ୍ରୀ ମାନଙ୍କୁ ସମ୍ମାନିତ କରାଯାଇଥିଲା l ସନ୍ଧ୍ୟାରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ମୋନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ ହୋଇଥଲା l ଏଥିରେ ଫାର୍ମାସୀ କଲେଜର ଆଶୁତୋଷ ମେହେର, ସୁମନ୍ତ କୁମାର ଦାଶ, ସନ୍ତୋଷ କୁମାର ଦାଶ, ଅବଦୁଲ ସାଜେଦ ଖାଁ, ଅବିନାଶ କୁମାର ସାହୁ, ରଞ୍ଜିତ କୁମାର ଥାଇତ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ l    କର୍ମଶାଳାରେ ରାଜ୍ୟର ବିଭିନ୍ନ ଫାର୍ମାସୀ କଲେଜର ଶତାଧିକ ଛାତ୍ର ଛାତ୍ରୀ ଯୋଗଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like