-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଏସ୍ ୟୁ ଜେ ପକ୍ଷରୁ କଣ୍ଟାବାଞ୍ଜି ଠାରେ ବୈଠକ, ସଂଘକୁ ବ୍ଲକସ୍ତରରେ ସୁଦୃଢ଼ କରିବା ଉପରେ ଗୁରୁତ୍ଵାରୋପ

24-Nov-2024



କଣ୍ଟାବାଞ୍ଜି(ରୋହନ ମହତ୍):  ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ (ଏସ୍ ୟୁ ଜେ) ବଲାଙ୍ଗୀର ଶାଖାର କଣ୍ଟାବାଞ୍ଜି  ଠାରେ ଏକ ବୈଠକ  ଅନୁଷ୍ଠିତ ହୋଇଯାଇଛି l ଏସ୍ ୟୁ ଜେ ର କଣ୍ଟାବାଞ୍ଜି ସଭ୍ୟ ଯୁଗଳ କିଶୋର ଶବରଙ୍କ ଆବାହକତ୍ବରେ ତଥା ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ସତପଥୀଙ୍କ ସଭାପତିତ୍ଵରେ  ବୈଠକ ଅନୁଷ୍ଠିତ ହୋଇଥିଲା l ଅନ୍ୟତମ ସଭ୍ୟ ତୁଳସୀ ରାମ ଜଗତ ସାମ୍ବାଦିକ ମାନଙ୍କ ଅଧିକାର ଓ ସ୍ଵାର୍ଥ ରକ୍ଷା ଉପରେ ନିଜର ମତ ରଖିଥିଲେ l ବୈଠକରେ ସଂଘର ସଭ୍ୟସଂଖ୍ୟା ବୃଦ୍ଧି ଏବଂ ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ବାର୍ଷିକ ଉତ୍ସବ,ସଭ୍ୟ ନବୀକରଣ ଓ କର୍ମକର୍ତ୍ତା ନିର୍ବାଚନ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା l ସାମ୍ବାଦିକ ମାନଙ୍କ ଅଧିକାର ଓ ସ୍ଵାର୍ଥ ରକ୍ଷା ପାଇଁ ଏସ୍ ୟୁ ଜେ ସବୁ ବେଳେ କାମ କରି ଆସୁଛି ଓ ଆଗାମୀ ଦିନରେ ଏହି ସଂଘକୁ କିପରି ଜିଲ୍ଲାର ଏକ ପ୍ରମୁଖ ସଂଗଠନ କରାଯାଇପାରିବ ସେ ଉପରେ ଆଲୋଚନା ହୋଇଥିଲା l ସାମ୍ବାଦିକ ମାନେ ସାମ୍ବାଦିକତା ପ୍ରତି ଗୁରୁତ୍ୱ ଦେଇ ପଥଚ୍ୟୁତ ନହେବା ପାଇଁ ଏସ୍ ୟୁ ଜେ ସାଧାରଣ ସମ୍ପାଦକ ଶରତ ମହାକୁର ତାଙ୍କ ବକ୍ତବ୍ୟରେ କହିଥିଲେ l ସମ୍ପାଦକ ରଘୁ ନନ୍ଦନ ସିଂହ  ଓ ରାଜ୍ୟ ଉପସଭାପତି ମହେନ୍ଦ୍ର ଦର୍ଜି  ପ୍ରମୁଖ ନିଜର  ବକ୍ତବ୍ୟ ପ୍ରଦାନ କରିଥିଲେ l ଏସ୍ ୟୁ ଜେ କଣ୍ଟାବାଞ୍ଜି ଶାଖାର ରୋହନ ମହତ୍, ମୋହନ ସୁନା,ପିତାମ୍ବର ଦୀପ, ଟିକେଶ୍ବର ତାଣ୍ଡି,ବିକାଶ ଶର୍ମା,ରାକେଶ ସରାଫ,ଦିଗସନ ପୁଟେଲ, ମୀନକେତନ ନିଆଲ, ଧନଞ୍ଜୟ ମହତ୍ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଏସ୍ ୟୁ ଜେ ର ସଂଗଠନ କୁ ବ୍ଲକସ୍ତରରେ ସୁଦୃଢ କରିବାକୁ ନିଷ୍ପତ୍ତି ନେଇଥିଲେ l ନିକଟରେ ସୋନପୁର ଜିଲ୍ଲା ସଭାପତି ଧୀରେନ୍ଦ୍ର ଦାନୀ ଙ୍କ ଉପରେ ସୋନପୁର ବିଡିଓ ଙ୍କ ଆକ୍ରୋଶମୂଳକ ଆକ୍ରମଣକୁ ଦୃଢ଼ ନିନ୍ଦା କରାଯାଇ ଥିଲା l ତତ୍ ସଙ୍ଗେସଙ୍ଗେ ଏସ୍ ୟୁ ଜେ ରାଜ୍ଯ ସଂଗଠନର ସଭାପତି କୈଳାଶ ନାୟକଙ୍କ ବଳିଷ୍ଠ ପଦକ୍ଷେପ କୁ ପ୍ରସଂସା କରାଯାଇଥିଲା l ଆାଗାମୀ ଦିନରେ କୌଣସି କାର୍ଯ୍ୟରତ ସାମ୍ବାଦିକମାନଙ୍କ ଉପରେ ଅନ୍ୟାୟ ଓ ଆକ୍ରୋଶମୂଳକ ଭାବରେ ଆକ୍ରମଣ କରାଯାଏ ତେବେ ସଂଘ  ପକ୍ଷରୁ ବରଦାସ୍ତ କରାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା l ସଂଘର ସଦସ୍ୟ ବିକାଶ ଶର୍ମାଙ୍କ ଜନ୍ମଦିନ ଅବସରରେ କେକ୍ କଟା ଯାଇ ଜନ୍ମ ଦିନର ଅଭିନନ୍ଦନ ଜ୍ଞାପନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like