-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||     

HOME   ଜିଲ୍ଲା

ଫୁଲବାଣୀ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ର ୧୩୭ ତମ ମହା ମହୋତ୍ସହ ପାଳିତ

24-Nov-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) କନ୍ଧମାଳ ଜିଲ୍ଲା ସଦର ମହକୁମା ସ୍ଥିତ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୭ ତମ ଜନ୍ମ ମହାମହୋତ୍ସବ ୱିକ ସତ୍ସଙ୍ଗ ଶ୍ରୀ ମନ୍ଦିର ଉଦ୍‌ବୋଧନୀ ସ୍ମୃତି ମହୋସୁବ ଓ ଷଷ୍ଠ ବାର୍ଷିକ ଉତ୍ସବ ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇ ଯାଇଛି  |  ଏହି ଉତ୍ସବରେ  ସତସଙ୍ଗ ଶ୍ରୀମନ୍ଦିର ଉଦବୋଧନୀ ସ୍ମୃତି ମହୋତ୍ସବ ଜିଲ୍ଲାର ସମସ୍ତ ଗୁରୁଭାଇ ଓ ମାତୃ ମଣ୍ଡଳୀଙ୍କ ସହଯୋଗ ରେ   ଡିଆରଡିଏ ଛକ ନିକଟ ବିଜୁ କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ଆଜି ଦିବସ ବ୍ୟାପି ବିଭିର୍ଣ୍ଣ ମାଙ୍ଗଳିକ ଅନୁଷ୍ଠାନାଦି ଯଥା ରୀତିନୀତି ଅନୁଯାଇ ପାଳନ କରାଯିବ | 
  ଆଜି ବ୍ରହ୍ମ ମୁହୂର୍ତ୍ତେ ବେଦ ମାଙ୍ଗାଳିକ ଓ ନହବତ କାର୍ଯ୍ୟ ହୋଇଥିବା ବେଳେ ପ୍ରତ୍ୟୁସେ ୫ଘଟିକାରେ ଉଷା କୀର୍ତନ୍ୟ, ପ୍ରାତଃ ୬ ଘଟିକାରେ ପ୍ରାତଃ ବିନତି ଓ ଗ୍ରନ୍ଥ ପାଠ, ସକାଳ ୮ ଘଟିକାରେ ନଗର କୀର୍ତନ୍ୟ ସାରା ଫୁଲବାଣୀ ସହର ପରିକ୍ରମା କରିଥିବା ବେଳେ ପୂର୍ବାହ୍ନ ୧୧ ଘଟିକାରେ ସତସଙ୍ଗ ଓ ସଦାଲୋଚନା, ଦିବା ୧ ଘଟିକାରେ ପ୍ରସାଦ ସେବନ କାର୍ଯ୍ୟକ୍ରମ ଓ ଅପରାହ୍ନ ୩ ଘଟିକାରେ ମାତୃ ସନ୍ମିଳନୀ, ଏବଂ ସନ୍ଧ୍ୟା ୫.୧୩ ମିନିଟ ରେ ସନ୍ଧ୍ୟା ବିନତି ପ୍ରାର୍ଥନା ଓ ଗ୍ରନ୍ଥ ପାଠ କରାଯିବା ସହିତ ସନ୍ଧ୍ୟା ୬ ଘଟିକାରେ ସଂଗୀତାଞ୍ଜଳି କାର୍ଯ୍ୟକ୍ରମ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ଗହଣରେ ସମ୍ପାଦନ କରାଯିବା ପାଇଁ ସ୍ଥିରୀକୃତ ହୋଇଥିବା ଜଣାପଡିଛି | 
  


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026

You Might Also Like