-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ରାଜ୍ୟ

ଭାରତର ପୂର୍ବ ମଣ୍ଡଳ ଶିବିରରେ ଯୋଗ ଦେବାର ଗୌରବ ଅର୍ଜନ କଲେ କୁଚିଣ୍ଡାର ଝିଅ ରୁପାଲୀ

24-Nov-2024



କୁଚିଣ୍ଡା:କୁଚିଣ୍ଡା ମହାବିଦ୍ୟାଳୟର ଯୁକ୍ତ ତିନି ତୃତୀୟ ବର୍ଷ ବିଜ୍ଞାନ ବିଭାଗର ଛାତ୍ରୀ ଜାତୀୟ ସେବା ଯୋଜନା ସ୍ବେଛାସେବୀ ରୁପାଲୀ ପଣ୍ଡା ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର ଦିବସ ପ୍ୟାରେଡ ଶିବିର -୨୦୨୫ ପାଇଁ ରାଜ୍ୟ ସ୍ତରରେ ମନୋନୀତ ହୋଇ ଭାରତର ପୂର୍ବ ମଣ୍ଡଳ ଶିବିରରେ ଯୋଗ ଦେବାର ଗୌରବ ଅର୍ଜନ କରିଛନ୍ତି । ଏହି ଶିବିର ନଭେମ୍ବର ୭ ରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଗୌହ୍ୱାଟି ବିଶ୍ୱବିଦ୍ୟାଳୟ, ଆସାମ ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଓଡିଶା ର ୫୨ ଜଣ ସ୍ବେଛାସେବୀଙ୍କ ମଧ୍ୟ ରେ ରୁପାଲୀ ମଧ୍ୟ ଟିମ ରେ ଥିଲେ। ତାଙ୍କର ଏହି ସଫଳତା ପାଇଁ ଗତ ୧୫ ତାରିଖ ଦିନ ବାଲିଯାତ୍ରା ମହୋତ୍ସବ, କୁଚିଣ୍ଡାରେ ମାନ୍ୟବର ମନ୍ତ୍ରୀ ରବିନରାୟଣ ନାୟକ, ପଂଚାୟତୀରାଜ, ଗ୍ରାମ ଉନ୍ନୟନ ଓ ପାନୀୟ ଜଳ ବିଭାଗ , ଓଡିଶା ସରକାରଙ୍କ ଠାରୁ ରୁପାଲିଙ୍କ ପିତା ମାତା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଜି କୁଚିଣ୍ଡା ପହଂଚିବା ପରେ ମହାବିଦ୍ୟାଳୟ ରେ ଖୁସିର ଲହରୀ ଖେଳି ଯାଇଛି। ଅଧ୍ୟକ୍ଷା ସୁଚିତ୍ରା ମିଶ୍ର , ଏନ ଏସ ଏସ ପ୍ରୋଗ୍ରାମ ଅଫିସର ସୁଶ୍ରୀ ବେଲମତୀ କୁମୁରା, ଉଦ୍ଭିଦ ବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପିକା ସୁଭଦ୍ରା ଦାଶ, ପଦାର୍ଥ ବିଜ୍ଞାନ ବିଭାଗୀୟ ମୁଖ୍ୟ ମଞ୍ଜୁଶ୍ରୀ ଦାଶ ଙ୍କ ସମେତ ମହାବିଦ୍ୟାଳୟ ର ଅଧ୍ୟାପକ, ଅଧ୍ୟାପିକା ତଥା ଛାତ୍ରଛାତ୍ରୀ ରୁପାଲୀଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏନ ଏସ ଏସ ସ୍ବେଛାସେବୀଙ୍କ ଦ୍ୱାରା ରୁପାଲୀ ଙ୍କ ସ୍ୱାଗତ ହେଇଥିଲା ଏବଂ ସେ ତାଙ୍କର ଅନୁଭୂତି ବିଷୟରେ କହିଥିଲେ।

(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like