-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ଜିଲ୍ଲା

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ମାନଙ୍କୁ ସମ୍ବର୍ଦ୍ଧନା

24-Nov-2024



ବଲାଙ୍ଗିର(ପ୍ରେରଣା ଖବର):  ସ୍ଥାନୀୟ ସଙ୍ଗୀତ ବିଦ୍ୟାଳୟ "ପଞ୍ଚମ "ର ଏକ ବର୍ଣ୍ଣାଢ୍ୟ  ଉତ୍ସବରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ଅଭିଭାବକ ମାନଙ୍କ ଦ୍ୱାରା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ଶ୍ରେଷ୍ଟ ପୋଷାକ ନିର୍ଦେଶକ  ଭାବେ ପଞ୍ଚମ ର ପୁରୁଖା ସଦସ୍ୟ ଚୈତନ୍ୟ ମଟାରୀ, ଚଳଚ୍ଚିତ୍ର  'ଶଲାବୁଢାର ବଦଲା' ପାଇଁ ଶ୍ରେଷ୍ଠ ଗୀତିକାର ଭାବେ ଉପଦେଷ୍ଟା କପିଳେଶ୍ଵର ଖମାରୀ ଓ 

ଶ୍ରେଷ୍ଠ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଭାବେ ବିଦ୍ୟାଳୟର ପୁରାତନ ଛାତ୍ର ମାଧବ ଦାଶ ଙ୍କୁ ଚଳଚ୍ଚିତ୍ର 'ଶତ୍ରୁ' ପାଇଁ  ସମ୍ବର୍ଦ୍ଧିତ  କରାଯାଇ ଥିଲା l ଆଜି ନୃତ୍ୟ ବିଭାଗର ପ୍ରକାଷ୍ଠରେ ସହସମ୍ପାଦକ ବିଶିଷ୍ଟ ତବଲା ଓ ନୃତ୍ୟଗୁରୁ ଗୌର କିଶୋର ମହାପାତ୍ର ମଞ୍ଚକୁ ନିମନ୍ତ୍ରଣ ପୂର୍ବକ ପରିଚୟ ପ୍ରଦାନ ପରେ ମଞ୍ଚାସୀନ ସଭାପତି ତଥା ପଞ୍ଚମର ଅଧ୍ୟକ୍ଷ କଣ୍ଠଶିଳ୍ପୀ ଲୋକ ଗୀତ ଗବେଷକ ମୁରଲିଧାରୀ ପତି ଙ୍କ ସଭାପତିତ୍ୱରେ ବିଦ୍ୟାଳୟର ତବଲା ବିଭାଗର ଛାତ୍ର ମାନେ କପିଳେଶ୍ୱର ଖମାରୀଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରି ଥିଲେ l  ନୃତ୍ୟ ବିଭାଗର ଛାତ୍ରୀ ମାନଙ୍କ ଦ୍ୱାରା ଚୈତନ୍ୟ ମଟାରୀ ଓ କଣ୍ଠସଙ୍ଗୀତ ବିଭାଗର ଛାତ୍ରଛାତ୍ରୀ ମାନେ କଣ୍ଠଶିଳ୍ପୀ ମାଧବ ଦାଶ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ପ୍ରତ୍ୟୁତ୍ତରରେ ଅତିଥି ମାନେ ସାଧନା ଓ ନିଷ୍ଠା ଜାରି ରଖିଲେ ଉତ୍ତମ ଫଳପ୍ରାପ୍ତି ହୁଏ ଏବଂ ଭବିଷ୍ୟତରେ କଳାକାର କାରଖାନା 'ପଞ୍ଚମ'ର 

 ନୂତନ ପୀଢ଼ିର ଛାତ୍ରଛାତ୍ରୀ ମାନେ ମଧ୍ୟ ସୁନାମ ଅର୍ଜନ କରି ବଲାଙ୍ଗିର ମାଟିକୁ ଆହୁରି ଗର୍ବlନ୍ୱିତ କରନ୍ତୁ ବୋଲି ମତପ୍ରକାଶ କରିଥିଲେ l
  ଆଜିର ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଓ ତାଙ୍କ ଅଭିଭାବକ ମାନଙ୍କ ଉପସ୍ଥିତିରେ ସଦସ୍ୟ ରମଣୀ ପଟ୍ଟନାୟକ ନାୟକ, ଶୁଭେନ୍ଦୁ ଜାଲ, ଶିରିସା ପତି, ସଂସ୍କାର ମିଶ୍ର, କ୍ରିଷ୍ଣରାଜ ପତି,ଉତ୍ତମ ପାତ୍ର, ପ୍ରଣତି ମହାରଣା ପ୍ରଭୁତି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like