-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବଜରଙ୍ଗ ଦଳ ପକ୍ଷରୁ ରକ୍ତଦାନ ଶିବିର

24-Nov-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ସଦର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରବିବାର ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ହୃତାତ୍ମା ଦିବସ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘ ବିଭାଗ ସଂଯୋଜକ ଜିତୁ ବଡମାଲି, ଜିଲ୍ଲା ସଂଯୋଜକ ସୁବ୍ରତ ବାରିକ, ସହ ସଂଯୋଜକ ମନୋଜ ହୋତା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ୪୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ସମସ୍ତ ରକ୍ତଦାତା ମାନଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଡା. ବିଶ୍ଵନାଥ ରଥ ସମସ୍ତ ରକ୍ତଦାତା ମାନଙ୍କୁ ପରିକ୍ଷା କରି ରକ୍ତ ସଂଗ୍ରହ କରିଥିଲେ। ସୋନପୁର ବ୍ଳଡ ବ୍ୟାଙ୍କ କର୍ମଚାରୀ ଟିଟୁ ଭୋଇ,ଜଗତ ଦରୁଆନ ଓ ଯୁଧିଷ୍ଠିର ନାଏକ ପ୍ରମୁଖ ରକ୍ତ ସଂଗ୍ରହ ସହଯୋଗ କରିଥିଲେ। ବୀରମହାରାଜପୁର ପ୍ରଖଣ୍ଡ ସଂଯୋଜକ ଅବିନାଶ ହୋତା,ସହ ସଂଯୋଜକ ପ୍ରକାଶ ପ୍ରଧାନ, ରମାକାନ୍ତ ହୋତା, ବିଦ୍ୱାନ ଦାସ, ରୋହିତ କୁମାର ହୋତା, ସୁଭେନ୍ଦୁ ଦାସ,ବିକି ମହାରଣା,ସୁଭମ ହୋତା,ଚିନୁ ପଣ୍ଡା, ଆଲୋକ ପୁଟେଲ,ପ୍ରଭାସ ପଣ୍ଡା ଓ ଆଲୋକ କର୍ଣ୍ଣ ସହ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like