-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

କୀର୍ତ୍ତନ୍ୟ ରେ ଅଶ୍ଲୀଳ ନୃତ୍ୟ - ଗୀତ ପରିବେଷଣ ବନ୍ଦ ପାଇଁ ଜିଲ୍ଲା ସଙ୍କୀର୍ତ୍ତନ୍ୟ ପରିଷଦର ସଚେତନତା କାର୍ଯ୍ୟକ୍ରମ,,,,,,, ଅଶ୍ଲୀଳ ସଙ୍କୀର୍ତ୍ତନ୍ୟ କୁ ପ୍ରଶ୍ରୟ ନ ଦେବା ପାଇଁ ସାମୁହିକ ସଂକଳ୍ପ ନେଲେ ସଙ୍କୀର୍ତ୍ତନ କଳାକାର

24-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଆମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଗବୁଗି ଗ୍ରାମରେ ରବିବାର  ଜିଲ୍ଲା ସଙ୍କୀର୍ତ୍ତନ୍ୟ ପରିଷଦ ଆନୁକୁଲ୍ୟରେ ସଙ୍କୀର୍ତ୍ତନ୍ୟ ସଂସ୍କୃତି  ଜାଗରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ସଂପ୍ରତି  କୀର୍ତ୍ତନ ନାମ ରେ ଅଶାଳୀନ ନୃତ୍ୟ ଓ ଦୁଇ ଅର୍ଥ ବୋଧକ  ଗୀତ ପରିବେଷଣକୁ ବିରୋଧ କରି ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଙ୍କୀର୍ତ୍ତନ୍ୟ ପରିଷଦର କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ରାଧା ମାଧବ ଙ୍କ ପୂଜା ଅର୍ଚ୍ଚନା ପରେ ଅମ୍ବାଭୋନା ବ୍ଲକ ସଂଯୋଜକ ଶିବ ନାରାୟଣ ଭୋଇ ଉଦ୍ଦେଶ୍ୟ ଜ୍ଞାପନ କରି ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ସମ୍ମାନିତ ଅତିଥି ଭାବେ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ର ସଂପାଦକ ପଣ୍ଡିତ ଗୋପବନ୍ଧୁ ପୁରୋହିତ, ସାମ୍ବାଦିକ ବିଶ୍ୱଜିତ ଦାଶ ,ସଙ୍କୀର୍ତ୍ତନ୍ୟ ଗାୟକ ପରମେଶ୍ବର ଭୋଇ , ମୌଜି ଲାଲ ସାହୁ ,ମନୋହର ପ୍ରଧାନ ରାମ ଚନ୍ଦ୍ର ସାହୁ ,ଭରତ ପ୍ରଧାନ ପ୍ରମୁଖ  ଯୋଗ ଦେଇ ବ୍ୟାପକ ଜନ ସଚେତନତା ରେ ହିଁ ଅଶ୍ଲୀଳ ସଙ୍କୀର୍ତ୍ତନ୍ୟ ପରିବେଷଣ ବନ୍ଦ ହୋଇ ପାରିବ ବୋଲି ମତ ବ୍ୟକ୍ତ କରିଥିଲେ ।ଏଥି ସହିତ  ସଂପ୍ରତି ବିଭିନ୍ନ ନାମ ଯଜ୍ଞ ମଣ୍ଡଳୀରେ ସଙ୍କୀର୍ତ୍ତନ୍ୟ ଦଳ ମାନଙ୍କ ଦ୍ଵାରା ପ୍ରଦର୍ଶିତ ବିଶୃଙ୍ଖଳିତ ନୃତ୍ୟ ଓ ବିକୃତ ସଙ୍ଗୀତ ସମାଜ ଉପରେ ଏହା କୁ ପ୍ରଭାବ ପକାଉଛି ବୋଲି ଉଲ୍ଲେଖ କରି ଆଗାମୀ ଦିନ ରେ ଏଭଳି ସଙ୍କୀର୍ତ୍ତନ ପରିବେଷଣ କୁ ବିରୋଧ କରିବା ପାଇଁ ନିଷ୍ପତି ଗୃହୀତ ହୋଇ ଥିଲା । ଜିଲ୍ଲା ର ବିଭିନ୍ନ ବ୍ଲକ ରେ ଏଭଳି ସଚେତନ ଧର୍ମୀ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଥିବା ବେଳେ ଅମ୍ବାଭୋନା ବ୍ଲକ ସ୍ତରୀୟ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମର  ଶତାଧିକ ସଙ୍କୀର୍ତ୍ତନ୍ୟ କଳାକାର ଏକତ୍ରିତ ହୋଇ  ଅଶ୍ଲୀଳ କୀର୍ତ୍ତନ୍ୟ କୁ ବିରୋଧ କରିବା ସହ ଭାବ ଭକ୍ତିର ସଙ୍କୀର୍ତ୍ତନ୍ୟ ରେ ଏଭଳି ଅପସଂସ୍କୃତି କୁ ପ୍ରଶ୍ରୟ ନଦେବା ପାଇଁ ମିଳିତ ସଂକଳ୍ପ ନେଇଥିଲେ । ଆଗାମୀ ଦିନରେ  ଅଶ୍ଲୀଳ ସଙ୍କୀର୍ତ୍ତନ୍ୟ ଓ ଦୁଇ ଅର୍ଥ ବୋଧକ ସଙ୍ଗୀତ ପରିବେଷଣକୁ ବିରୋଧ କରାଯାଇ ଜିଲ୍ଲା ସ୍ତରରେ ଏକ ବିଶାଳ ଜନ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯିବ ବୋଲି କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶ ସୂଚନା ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମ ପରିଚାଳନାରେ ଧନେଶ୍ଵର ଦୁଆନ, ଯାଦବ ପ୍ରଧାନ,ଭଗବାନ ବାଗ,ଛବିଳ ବାରିକ, ବୁଦ୍ଧଦେବ ମଲ୍ଲିକ,ଟିକାରାମ ବାଗ, କେଶବ ସେଟ, ତେଜରାମ ଭୋଇ ,ମାଧବ ଭୋଇ,ହୃଷୀକେଶ ପ୍ରଧାନ, ନିରଞ୍ଜନ ଷଣ୍ଢ,  ଗୋବର୍ଦ୍ଧନ ଭୁଏ ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like