-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ଦିବ୍ୟଉର୍ଯା ସେବା ସମିତି ପକ୍ଷରୁ ଦିବ୍ୟାଙ୍ଗ ପିଲା ଙ୍କୁ ବାଗବର ମଠ ବୃଦ୍ଧ ବୃଦ୍ଧା ଙ୍କୁ କମ୍ବଳ ବଣ୍ଟନ

24-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଦିବ୍ୟ ଉର୍ଜ୍ଜ୍ଯା ସେବା ସମିତି ତରଫରୁ ଆଜି ସକାଳ ରେ ଜିଲ୍ଲା ଦିବ୍ୟlଙ୍ଗ ବିଦ୍ୟାଳୟ ରେ  କମ୍ବଳ ବଣ୍ଟନ କରା ଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମ ରେ କଣ୍ଟାମାଳର ଅବସର ପ୍ରାପ୍ତ ଶିକ୍ଷକ ରଙ୍କନିଧି ମିଶ୍ର ଓ ଯୋଶୋବନ୍ତି ମିଶ୍ର ଙ୍କ କନିଷ୍ଠ ପୁତ୍ର ଯୋଗୀ ଶ୍ରିବନ୍ତ ମିଶ୍ର ଙ୍କ ନିଆରା ଓ ନିରାଡମ୍ବର ଭାବେ ଜନ୍ମ ଦିନ ପାଳନ କରିଛନ୍ତି । ଓ ଏହି ଛାତ୍ର ଛାତ୍ରୀ ମାନଙ୍କୁ ଶୀତ ବସ୍ତ୍ର କମ୍ବଳ ସହିତ ମିଷ୍ଟାନ୍ନ ବଣ୍ଟନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଯୋଗ ସେବା ସମିତି ସଭାପତି ଗୋପାଳ ନେଗୀ, ଯୋଗ ଗୁରୁ ମନୋଜ୍ ପଣ୍ଡା, ସମାଜ ସେବୀ ରବୀନ୍ଦ୍ର ଜେନା, ଶ୍ରୀକାନ୍ତ ମିଶ୍ର, ଯୋଗୀ ନନ୍ଦ ଲାଲ ଅଗ୍ରୱାଲା, ପ୍ରସନ୍ନ କର୍ଣ୍ଣ, ଦେବ ରଞ୍ଜନ ତ୍ରୀପାଠୀ, ମହିଳା ସଭ୍ୟ ରୁକୁଣୀ ମେହେର, ତୁଳସୀ ଅଗ୍ରୱାଲା, ମନ ପାଣିଗ୍ରାହି, ମନ ରଞ୍ଜନ ମିଶ୍ର, ସୁବାସ ପଣ୍ଡା, ସଞ୍ଜୟ ବଡ ପଣ୍ଡା ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ l ସଂଗୀତ କାର ପୁରନ୍ଦର ଠେଲା ସଂଗୀତ ପରିବେଷଣ ମାଧ୍ୟମ ରେ ସମସ୍ତ ଙ୍କୁ ମୁଗ୍ଧ କରିଥିଲେ l ସେହିପରି ବି ଏମ ପୂର ବାଗବର୍ ମଠ ରେ ମଧ୍ୟ ଶ୍ରୀ ରଙ୍କ ମଣି ମିଶ୍ର ଙ୍କ ସହ ଏ ଅନୁଷ୍ଟାନ ର ସମସ୍ତ ସଦସ୍ୟ ଯୋଗ ଦେଇ ବୃଦ୍ଧ ବୃଦ୍ଧା ଅନ୍ତେବାସୀ ଙ୍କୁ କମ୍ବଳ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ l ଓ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାଧ୍ୟମ ରେ ଅନ୍ତେବାସୀ ଙ୍କୁ ଖୁସି କରାଇଥିଲେ l  ଯୋଗ ଗୁରୁ ତଥା ସଂଯୋଜକ ମନୋଜ୍ ପଣ୍ଡା ଓ ରବିନ୍ଦ୍ର ଜେନା ଉଭୟ କାର୍ଯକ୍ରମ କୁ ସଂଯୋଜନା କରିଥିବା ବେଳେ ସମିତି ର ସମ୍ପାଦକ ଶ୍ରିବନ୍ତ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like