-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ଉପାନ୍ତ ଗାଁକୁ ଚାଲି ଚାଲି ଯାଇ ଲୋକଙ୍କ ସମସ୍ୟା ବୁଝିଲେ,ପ୍ରଶାସନ ଦ୍ୱାର ମୁହାଁ

24-Nov-2024



(ଡୋଲେଶ୍ୱର ବାଗ )
. ଗାଁ ଲୋକଙ୍କ ଦୁଃଖ ବୁଝିବା ନେଇ  ୩ କିଲୋମିଟର ପାଦ ରେ ଚାଲି ଚାଲି ଗଲେ ଜିଲ୍ଲାପାଳ l ଲୋକଙ୍କୁ ଭେଟି ତାଙ୍କ ସମସ୍ୟା ବୁଝିଲେ। ସମାଧାନର ପ୍ରତିଶ୍ରୁତି ଦେଲେ l ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ  କୋମନା ବ୍ଲକ ସଦର ପଞ୍ଚାୟତର ଭରୁଆମୁଣ୍ଡା ଗାଁର ବୀରସିଂପଡ଼ା, କୁରେଶରିଆପଡ଼ା , ପହରିଆପଡ଼ାକୁ ଚାଲି ଚାଲି ଯାଇ ଲୋକଙ୍କ ସମସ୍ୟା ବୁଝିଲେ l ଲୋକେ ରାସ୍ତା ଘାଟ, ପାନୀୟ ଜଳ, ବିଦ୍ୟୁତ୍ ସମସ୍ୟା, ଭତ୍ତା, ସାଧାରଣ ବଣ୍ଟନ ବ୍ୟବସ୍ଥା, ମନରେଗା ଯୋଜନା ଆଦି ସମସ୍ୟା ଜିଲ୍ଲାପାଳଙ୍କୁ ଜଣାଇଥିଲେ l ଲୋକଙ୍କ ସମସ୍ୟା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ କଥା ଦେଇବିଭାଗୀୟ ଅଧିକରିମନା ଗମନ ପାଇଁ ରାସ୍ତା ଓ ରୋଜଗାର ଯୋଗାଇବା ପାଇଁ ଶୀଘ୍ର  ପହରିଆପଡ଼ା ଓ ବୀରସିଂପଡ଼ାରେ ପୋଖରୀ ଖନନ କରା ଯିବ ବୋଲି କହିଛନ୍ତି l ପୁଣି ଜିଲ୍ଲାପାଳ ଚାଲି ଚାଲି ସୀମାନ୍ତ ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକର ଡଙ୍ଗାମରା ଗାଁକୁ ଯାଇ ସେମାନଙ୍କର ସମସ୍ୟା ମଧ୍ୟ ବୁଝିଥିଲେ l ଜିଲ୍ଲାପାଳଙ୍କ ସହ ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, କୋମନା ବିଡ଼ିଓ ହିତାଂସୁ ଶେଖର ସାମଲ, ଜିଲ୍ଲା ଉଦ୍ୟାନ ବିଭାଗ ଅଧିକାରୀ ହରେକୃଷ୍ଣ ହାଁସଦା, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, କୋମନା ସରପଞ୍ଚ ମୃତ୍ୟୁଞ୍ଜୟ ପାଣିଗ୍ରାହୀଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like