-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||     

HOME   ଜିଲ୍ଲା

ଅଙ୍ଗନବାଡି କର୍ମୀ ସମାବେଶ:ଡିସେମ୍ବର ୧୯ ରେ ଆନ୍ଦୋଳନ ଚେତାବନୀ

24-Nov-2024



କୁଚିଣ୍ଡା (ପ୍ରେରଣା ଖବର): ସରକାର ଦିନକୁ ଦିନ ଅଙ୍ଗନବାଡି କର୍ମୀଙ୍କ ଉପରେ କାର୍ଯ୍ୟଭାର ବଢାଇ ଚାଲିଛନ୍ତି l ହେଲେ ସେମାନଙ୍କ ଭତ୍ତା ବୃଦ୍ଧି ହେଉ ନାହିଁ l ସାମାଜିକ ନିରାପତ୍ତା ଯୋଜନାରେ ସାମିଲ କିମ୍ବା ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆ ଯାଉ ନାହିଁ l ତେଣୁ ଏ ଦିଗରେ ପଦକ୍ଷେପ ଗ୍ରହଣ କରା ନଗଲେ ଡିସେମ୍ବର ୧୯ ରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି  କୁଚିଣ୍ଡା ରେ ପଶ୍ଚିମ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ଵରେ ପଶ୍ଚିମ ଓଡିଶାସ୍ତରୀୟ ଅନୁଷ୍ଠିତ ବିଶାଳ

ସମାବେଶରେ ନିଷ୍ପତ୍ତି ଗ୍ରହଣ କରାଯାଇଛି l ସଭାନେତ୍ରୀ ଦିଶିଲା ଧୁରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଂଘ କହିଛି, ସରକାରଙ୍କ ପକ୍ଷରୁ ଯେଉଁ ମୋବାଇଲ୍ ଫୋନ୍ ୨୦୧୯  ମସିହାରେ ଦିଆଯାଇଥିଲା, ବର୍ତ୍ତମାନ ୫ -ଜି ଯୁଗରେ ସେଥିରେ କାମ କରି ହେଉନାହିl ରିଚାର୍ଜ ବାବଦରେ ବର୍ଷକୁ ଯାହା ଦିଆଯାଉଛି ତାହା ନିଅଣ୍ଟିଆ ହେଉଛି l ସେହିପରି ପ୍ରାକ୍ ବିଦ୍ୟାଳୟ ଶିଶୁ ଙ୍କ ରନ୍ଧନ ଖାଦ୍ୟ ଏସ୍ ଏନ୍ ପି  ଓ ଟି ଏଚ୍ ଆର୍ ବଜାର୍ ଦର ଅନୁସାରେ ସଂଶୋଧନ ହେଉ l ଶ୍ରମିକର ମାନ୍ୟତା ଦେବା, ଅଣ୍ଡା ବଜାର ଦର ଅନୁସାରେ ଦେବା, ଯିବା ଆସିବା ଖର୍ଚ୍ଚ ଦେବା, ଗାଆଁ କଲ୍ଯାଣ ସମିତିରୁ କର୍ମୀଙ୍କୁ ବାଦ ଦେବା, ଅଙ୍ଗନବାଡି କେନ୍ଦ୍ରକୁ ବିଦ୍ୟୁତ ଏବଂ ପାନୀୟ ଜଳର

ସୁବିଧା ଉପଲବ୍ଧ କରିବା, ୧୦୦ ଶତକଡା ପଦୋନ୍ନତ ଦେବା ପ୍ରଭୁତି ଦାବି କରାଯାଇଛି l ପଶ୍ଚିମ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ କେନ୍ଦ୍ରୀୟ ସାଧାରଣ  ସମ୍ପାଦକ ପ୍ରଭାସିନୀ ପାଢୀ, ଉପଦେଷ୍ଟା ଶାନ୍ତି ଲତା ପଟେଲ, ଶୈରିନ୍ଦ୍ରୀ ମହାନନ୍ଦ, ହେମାଦ୍ରି ପ୍ରଧାନ, କନକ ପ୍ରଧାନ, ସୁଲେଖା ବେହେରା, ରତ୍ନ ସାହୁ ସମେତ ଜିଲ୍ଲା ର ସମସ୍ତ ବ୍ଲକରୁ ଶତାଧିକ ଅଙ୍ଗନବାଡି କର୍ମୀ ଓ ସହାୟିକା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026

You Might Also Like