-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||     

HOME   ଜିଲ୍ଲା

କଳା ଓ କ୍ରୀଡା ଶିକ୍ଷକଙ୍କ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

24-Nov-2024



କନ୍ଧମାଳ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ରାଜ୍ୟ ସଂଘର ନିଷ୍ପତ୍ତି ପ୍ରକାରେ ସ୍ଥାୟୀ ନିଯୁକ୍ତି ଓ ବେତନ ବୃଦ୍ଧି ପାଇଁ କଳା ଓ କ୍ରୀଡା ଶିକ୍ଷକ ସଂଘ ରାଜ୍ୟର ସମସ୍ତ ନୀର୍ବାଚନ ମଣ୍ଡଳୀର  ମାନ୍ୟବର ବିଧାୟକ ମାନଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଉଛି।ଏହି କ୍ରମରେ କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀର ବିଧାୟକ  ଶ୍ରୀ ଚକ୍ରମଣି କହଁରଙ୍କୁ କ.ନୂଆଗାଁ ସ୍ଥିତ ନିଜସ୍ବ ବାସଭବନ କାର୍ଯ୍ୟାଳୟରେ ଭେଟି ଜିଲ୍ଲାର କଳା ଓ କ୍ରୀଡା ଶିକ୍ଷକ ସଂଘ ପକ୍ଷରୁ ଦାବି ପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବି ପତ୍ରରେ ଓସେପା ତରଫରୁ ଗତ ୨୦୧୩ ମସିହାରୁ ରାଜ୍ୟରେ ୪୭୮୧ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ସ୍ବଳ୍ପ ଦରମା ମାତ୍ର ଦଶ ହଜାର ଟଙ୍କା ଭିତରେ ସୂଚାରୁରୂପେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରେ କାର୍ଯ୍ୟ କରୁଥିଲେ ମଧ୍ୟ ସରକାରଙ୍କ ଉଦାସୀନତା ବଡ଼ ଆଶ୍ଚର୍ଯ୍ୟ ଓ ପରିତାପର ବିଷୟ ହୋଇ ପଡିଛି।ଅନ୍ୟ ରାଜ୍ୟ ଗୁଡିକରେ ପ୍ରାୟ ମାସିକ ୫୦ ରୁ ୬୦ ହଜାର ଟଙ୍କା ପର୍ଯ୍ୟନ୍ତ ବେତନ ପାଇବା ବେଳେ ମାତ୍ର ୧୦ ହଜାର ଟଙ୍କାରେ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କୁ ପାରିଶ୍ରମିକ ପ୍ରଦାନ କରାଯାଉଛି ।ବର୍ତ୍ତମାନ ଦୁନିଆରେ ବଜାର ଦର ହୁ ହୁ ହୋଇ ଦିନକୁ ଦିନ ବଢୁଥିବା ସମୟରେ ରାଜ୍ୟ ସରକାର ଙ୍କର ସ୍ୱଳ୍ପ ପାରିଶ୍ରମିକରେ  କଳା ଓ କ୍ରୀଡା ଶିକ୍ଷକ ଓ ପରିବାର ଚଳିବା ସମ୍ପୂର୍ଣ୍ଣ ଅସମ୍ଭବ ହୋଇପଡୁଛି । ପୁନଶ୍ଚ ଅସ୍ଥାୟୀ ଚାକିରୀର ଅନିଶ୍ଚିତ ଭବିଷ୍ୟତକୁ ନେଇ କଳା ଓ କ୍ରୀଡା ଶିକ୍ଷକ ମାନେ ଆଶା ଓ ଆଶଙ୍କାରେ ପଡ଼ିରହିଥିବା ବେଳେ ରାଜ୍ୟ ସରକାର  କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ  ଦୁଖଃ କଷ୍ଟ କୁ ହୃଦୟଙ୍ଗମ କରି  ସେମାନଙ୍କୁ ସ୍ଥାୟୀ ନିଯୁକ୍ତିର ବ୍ୟବସ୍ଥା କରାଗଲେ କାର୍ଯ୍ୟରତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଆର୍ଥିକ ଦୁରବସ୍ଥା ଦୂର ହେବା ସହିତ  କଳା ଓ କ୍ରୀଡାର ସମ୍ମାନ ବଢିବା ସହିତ ସରକାରଙ୍କ ର ମହାନ ଉଦ୍ଦେଶ୍ୟ ପୂରଣ ହୋଇପାରିବ।ଓଡିଶା କଳା,ସଂସ୍କୃତି ଓ କ୍ରୀଡା ନୌପୂଣ୍ୟତାର ରାଜ୍ୟକୁ କଳା ଓ କ୍ରୀଡା ଶିକ୍ଷକ ମାନେ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହୋଇପାରିଥିବା ସହ ବିଦ୍ୟାଳୟ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କର ଉପସ୍ଥାନ ବୃଦ୍ଧି ଘଟିଛି । ରାଜ୍ୟ ସରକାର ଅନୁଗ୍ରହ ପୂର୍ବକ କଳା ଓ କ୍ରୀଡା ଶିକ୍ଷକଙ୍କ ଦାବି ପୂରଣ କରିବା ପାଇଁ ରାଜ୍ୟ ସଂଘର ନିଷ୍ପତ୍ତିକୁ ସମର୍ଥନ କରିବା ପାଇଁ ଜିଲ୍ଲା

କଳା ଓ କ୍ରୀଡା ସଂଘର ସଭାପତି ଦିବାକର ବେହେରାଙ୍କ ନେତୃତ୍ୱରେ ଉପ ସଭାପତି ବିପ୍ଳବ କୁମାର ସାହୁ,ସଦସ୍ୟ ବାସୁଦେବ ସାହାଣୀ,ନୀଳ ମାଧବ ପ୍ରଧାନ,ମଦନ ମୋହନ ପଣ୍ଡା, ବିକ୍ରମ କେଶରୀ ବେହେରା,ମଧୁସ୍ମିତା ବିଶି ମାଝି, ମକର ଜେନା, ଗଙ୍ଗା ଧର ସ୍ବାଇଁ ପ୍ରମୁଖ ଉପସ୍ଥିତ ରହି ବିଧାୟକଙ୍କୁ ଦାବି ପତ୍ର ପ୍ରଦାନ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026

You Might Also Like