-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଓ.ଏ.ସ ହବ୍ ର ୭୦ ଜଣ ସଫଳ ପରୀକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧନା

24-Nov-2024



ଭୁବନେଶ୍ୱର, ଆଚାର୍ଯ୍ୟବିହାରସ୍ଥିତ ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ ଅନୁଷ୍ଠାନ ଓ. ଏ. ଏସ. ହବ୍ ର ମୋଟ ୭୦ ଜଣ ଶିକ୍ଷାର୍ଥୀ ଓଡ଼ିଶା ପ୍ରଶାସନିକ ସେବା ୨୦୨୪ ପରୀକ୍ଷାରେ ସଫଳ କୃତକାର୍ଯ୍ୟ ହୋଇ ଅନୁଷ୍ଠାନ ପାଇଁ ଗର୍ବ ଆଣିଛନ୍ତି l ସମୁଦାୟ ଏକଶହ କୋଡିଏ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୦ଜଣ ଅନ୍ୟ ଙ୍କ କୃତକାର୍ଯ୍ୟ ପାଇଁ ଅନୁଷ୍ଠାନ ଆଜି ଗର୍ବିତ l ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଦୁଇ ଗୁଣ ଅଧିକ ସଫଳତା ପାଇଛନ୍ତି l ସେମାନଙ୍କର ପ୍ରତିଯୋଗିତା ମୂଳକ ପରୀକ୍ଷାରେ ବିଚକ୍ଷଣ ସଫଳତା ଯୋଗୁଁ ସେହି ୭୦ ଜଣ କୃତିତ୍ୱ ଅର୍ଜନ କରିଥିବା ପରୀକ୍ଷାର୍ଥୀଙ୍କୁ ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ସମ୍ବର୍ଦ୍ଧିତ କରାଯାଇଛି l ସମ୍ବର୍ଦ୍ଧନା ଉତ୍ସବରେ ଭୁବନେଶ୍ୱରର ମେୟର ଶ୍ରୀମତୀ ସୁଲୋଚନା ଦାସ, ଓୟୁଏଟି ର ପୂର୍ବତନ ଦିନ୍ ଶ୍ରୀଯୁକ୍ତ ହୃଷିକେଶ ସେନାପତି, ବର୍ତ୍ତମାନର ଡେପୁଟି ସେକ୍ରେଟାରୀ ଶ୍ରୀଯୁକ୍ତ ସନ୍ୟାସୀ ବେହେରା, ଶ୍ରୀଯୁକ୍ତ ଲିଙ୍ଗରାଜ ପାତ୍ର ଏବଂ ବରିଷ୍ଠ ଶିକ୍ଷାବିତ ଗିରିଶ ପ୍ରସାଦ ସ୍ୱାଇଁ ଉପସ୍ଥିତ ରହି ସମ୍ବର୍ଦ୍ଧିତ କରିବା ସହ ତାଙ୍କୁ କୃତଜ୍ଞତା ଜଣାଇଥିଲେ ଏବଂ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l 

କାର୍ଯ୍ୟକ୍ରମରେ ଅନୁଷ୍ଠାନର ଲଳିତ ମୋହନ ଦାସ ଅଧିକାରୀ, ଶିବାଶ କୁମାର ହାଜରା, ପ୍ରମୋଦିନୀ ମିଶ୍ର ଏବଂ ଅନୁଷ୍ଠାନର ସଭ୍ୟବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like