-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ କାର୍ଯ୍ୟକ୍ରମ

24-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ବ୍ଲକ ଛକ ଶ୍ରୀରାମ ମନ୍ଦିର ଠାରେ ଅନନ୍ତମୁଖୀ ମହାଜଜ୍ଞ ଅନୁଷ୍ଠିତ ହୋଇଯାଇଛି  l  ବ୍ରାହ୍ମଣ ସମାଜ ସମ୍ପାଦକ ସନ୍ତୋଷ କୁମାର ବିଶିଙ୍କ ତତ୍ୱାବଧାନରେ ବ୍ରାହ୍ମଣ ସମାଜର ସଦସ୍ୟଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା, ବିଷ୍ଣୁ ସହସ୍ର ନାମ ପାଠ କରାଯାଇଥିଲା  l   ଅନନ୍ତମୁଖୀ ମହାଯଜ୍ଞ ରେ ପଣ୍ଡିତ ସନତ କୁମାର ମିଶ୍ର ପତ୍ନୀ ଶ୍ରୀମତୀ ବିଜୟଲକ୍ଷ୍ମୀ ମିଶ୍ର ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l  ସେହିପରି ଯଜ୍ଞଶ୍ୱର ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିବାବେଳେ ଭାଗ୍ୟଧର ମିଶ୍ର ଓ ଆନନ୍ଦ ଚନ୍ଦ୍ର ପାଢ଼ୀ ମନ୍ଦିର ପୂଜା ଦାୟିତ୍ୱ ତୁଲାଇଥିଲେ  l  ବ୍ରାହ୍ମଣ ସମାଜର ରାଜକିଶୋର ମିଶ୍ର, ରଞ୍ଜନ ମିଶ୍ର,ମଧୁସୂଦନ ଦାସ, ସ୍ଵପ୍ନେଶ୍ଵର ପଣ୍ଡା,ସାନୁଜିତ ନନ୍ଦ,ବିରୁପାକ୍ଷ ମିଶ୍ର, ସତ୍ୟବାନ ମିଶ୍ର, ଗିରିଶ ଚନ୍ଦ୍ର ମିଶ୍ର, ଜୟକୃଷ୍ଣ ମିଶ୍ର, ଭକ୍ତଚରଣ ମିଶ୍ର, ସୁରେନ୍ଦ୍ର କୁମାର ମିଶ୍ର, ମଧୁସୂଦନ ଦାସ, ପଦ୍ମନାଭ ମିଶ୍ର, ସଞ୍ଜୟ ପ୍ରସାଦ ଦାସ, ତ୍ରିନାଥ ମିଶ୍ର, ଅର୍ଜୁନ ଦାସ, ଈଶ୍ୱରଚନ୍ଦ୍ର ପଣ୍ଡା,ନବଘନ ପାଣିଗ୍ରାହୀ, ମୀନକେତନ ରଥ, ଜୟକୃଷ୍ଣ ମିଶ୍ର, ବସନ୍ତ ପାଢ଼ୀ, ବିଭୀଷଣ ହୋତା, ସନ୍ତୋଷ ମହାପାତ୍ର ପ୍ରମୁଖ ଭାଗବତ ପାଠ କରିଥିଲେ   l   ସମାଜର ପୂର୍ବତନ ସଭାପତି ବସନ୍ତ ମିଶ୍ର, ଘନଶ୍ୟାମ ମିଶ୍ର, ସମ୍ପାଦକ ସନ୍ତୋଷ କୁମାର ବିଶି,ହରିବନ୍ଧୁ ପୁରୋହିତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମନ୍ଦିର କମିଟି ସମ୍ପାଦକ ଦାମୋଦର ସ୍ୱାଇଁ, ଜୟ କୁମାର ମହାରଣା ପ୍ରମୁଖ ସହଯୋଗ କରିଥିଲେ  l   କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like