-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବରପାଲିରେ ରାଜ୍ୟସ୍ତରୀୟ ଭୁଲିଆ ସମାଜର ଶତବାର୍ଷିକୀ: ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

24-Nov-2024



ବରପାଲି(ସୁଦାମ ଦୀପ): ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ତଥା ମେହେର(ଭୁଲିଆ)ଜାତି ର ରାଜ୍ୟ ସ୍ତରୀୟ ମହାସଭା ସ୍ଥାନୀୟ ବରପାଲି ହାଇସ୍କୁଲ ପଡ଼ିଆରେ  ରବିବାର ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଛନ୍ତି ।
ଆଜିର ଏହି ଉଦଘାଟନୀ ଉତ୍ସବରେ ରାଜ୍ୟ ସଭାପତି ବୈଶମ୍ପାୟନ ମେହେର ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଜେପୁର ବିଧାୟକ ସନତ କୁମାର ଗଡତିୟା, ବରଗଡ଼ ବିଧାୟକ ଅଶ୍ଵିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନୀହାର ରଞ୍ଜନ ମହାନନ୍ଦ, ଭୁଲିଆ ସମାଜ ସଭାପତି ମହେନ୍ଦ୍ର ମେହେର ଯୋଗ ଦେଇଥିଲେ।ସଭାର ଆଭିମୁଖ୍ୟ ଡକ୍ଟର ଶୁକ ମୁନି ମେହେର, ଅତିଥି ପରିଚୟ ପ୍ରଦାନ କରିଥିଲେ ରାଜ୍ୟ କାର୍ଯ୍ୟକାରୀ ସଭାପତି ସୁରେନ୍ଦ୍ର ମୋହନ ମେହେର ଓ ଧନ୍ୟବାଦ ଅର୍ପଣ କରିଥିଲେ ଡାକ୍ତର ସୁବାସ ମେହେର। ଏହି ଅବସରରେ ମେହେର ଶତାବ୍ଦୀ ସୌରଭ ନାମକ ସ୍ମରଣିକାକୁ ଅତିଥିଗଣ ଉନ୍ମୋଚନ କରିଥିଲେ । ମୁଖ୍ୟଅତିଥି ଶ୍ରୀ ସିଂଦେଓ ସ୍ଵଭାଵ କବି ଗଙ୍ଗାଧର  ମେହେର ଏକା ନୁହଁନ୍ତି ସେ ସାରା ଓଡ଼ିଶାର ମେହେର ସମାଜକୁ ଏକତ୍ରିତ କରିପାରିଛନ୍ତି । ଏହାହିଁ ସମାଜପାଇଁ ଏକ ବିରଳ ବିଷୟ ଅଟେ ବୋଲି ମତବ୍ୟକ୍ତ କରି ମେହେର ସମାଜର ଉନ୍ନତି ଓ ଚାଷୀମାନଙ୍କ ଉନ୍ନତି ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । 
ମଧ୍ୟାହ୍ନ ଅଧିବେଶନରେ ରାଜ୍ୟ ର ବିଭିନ୍ନ ପ୍ରାନ୍ତରରୁ ଆସି

ଥିବା କବି ଓ ଲେଖକ ମାନଙ୍କ ପୁସ୍ତକ ସବୁ କୁ ଉନ୍ମୋଚନ କରାଯାଇଥିଲା । ସନ୍ଧ୍ୟାରେ  ବିଶିଷ୍ଟ ବାଗ୍ମୀ କୃଷ୍ଣ କେଶବ ଷଡ଼ଙ୍ଗୀ  ମେହେର ସାହିତ୍ୟ ଆଲୋଚନା କରିବା ସହ ଗଙ୍ଗାଧର ସଙ୍ଗୀତ ଉପରେ ଆଧାରିତ ଗଙ୍ଗାଧର ଗୀତି କାର୍ଯ୍ୟକ୍ରମକୁ ରୀନା ଦାଶ ଓ ରବୀନ୍ଦ୍ର ପଣ୍ଡା ତଥା ସୁନ୍ଦରଗଡର କଳାକାର ମାନଙ୍କ ଦ୍ଵାରା ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା । ଏହି ମହାସଭାରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ସହସ୍ରାଧିକ ସଭ୍ୟ ସଭ୍ୟା ଯୋଗ ଦେଇଛନ୍ତି । ଏଥିରେ ଡ଼ଃ.ହେମନ୍ତ ମେହେର ରାଜ୍ୟ ଉପସଭାପତି ଯୁବାମଞ୍ଚ, ଉପଦେଷ୍ଟା  ଅଶୋକ କୁମାର ମେହେର,ନିଖିଳ ଓଡିଶା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like