-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଚତୁର୍ଥ ଗନ୍ଧରାଡ଼ି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

24-Nov-2024



ବୌଦ୍ଧ(ଦେବବ୍ରତ ଦାଶଙ୍କ ରିପୋର୍ଟ): ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଚାରିଶମ୍ଭୁ ମନ୍ଦିର ପରିସରରେ ଚତୁର୍ଥ ଗନ୍ଧରାଡ଼ି ଲୋକ ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଉପ ସଭାପତି  ବିଦ୍ୟାଧର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ସମ୍ପାଦକ ଶମ୍ଭୁ ଗିରି ପୂର୍ବ ମହୋତ୍ସବର ଆୟ ବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ। ଡିସେମ୍ବର ୧୫ ତାରିଖରେ ଶୁଭଖମ୍ବ ସ୍ଥାପନ ଓ ଜାନୁଆରୀ ତୃତୀୟ ସପ୍ତାହରେ ମହୋତ୍ସବ ଆୟୋଜନ ବୈଠକରେ ପାଇଁ ଦିନ ଧାର୍ଯ୍ୟ କରାଯାଇଛି।ବୀର ଖୁମ୍ବ ପାଇଁ ଏକ ମଣ୍ଡପର କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ଆଲୋଚନା ହୋଇଥିଲା।ବୈଠକରେ ଏକ ଉପ କମିଟି ଗଠନ କରାଯାଇ ଜିଲ୍ଲାର ଉଭୟ ବିଧାୟକଙ୍କୁ ସାକ୍ଷାତ କରି ମହୋତ୍ସବ କିପରି ମହାସମାରୋହରେ ଆୟୋଜିତ ହେବ ସେ ସମ୍ପର୍କରେ ଆଲୋଚନା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମହୋତ୍ସବର ଖର୍ଚ୍ଚ କାଟ କରିବାକୁ ଆଲୋଚନା କରାଗଲା। ଆଲୋଚନାରେ ଅଦରକାରୀ ଖର୍ଚ୍ଚ କାଟ କରିବାକୁ ସଭ୍ୟ ଅକ୍ଷୟ ସ୍ୱାଇଁ ପ୍ରସ୍ତାବ ଦେଇଥିଲେ। ଆଲୋଚନାରେ ଉପ ସଭାପତି ମନରଞ୍ଜନ ପୁରୋହିତ, ପ୍ରଚାର ପ୍ରସାର କମିଟିର  ମୂଖ୍ୟ ସୁଧାଂଶୁ ମିଶ୍ର, ସହ ସମ୍ପାଦକ ସ୍ୱାଧୀନ କୁମାର ପ୍ରଧାନ, ଗଜେନ୍ଦ୍ର ବାରିକ, ଅଧ୍ୟାପକ ପ୍ରଭାତ କୁମାର ଶତପଥି, ଧ୍ରୁବ ଚରଣ ପାଣିଗ୍ରାହୀ, ତେଲିବନ୍ଧ ସରପଞ୍ଚ ରତ୍ନାକର ନାଏକ, ମନୋଜ ଗୁରୁ, ଆଦି ଜେନା, ବିସିକେଶନ ପ୍ରଧାନ, ଅକ୍ଷୟ କୁମାର ସ୍ୱାଇଁ, ନୀଳ ଲୋହିତ ମହାପାତ୍ର, ଗଣେଶ ଜେନା, ଶିବ ବେହେରା, ସ୍ଵପ୍ନେଶ୍ଵର ମହାନ୍ତି, ପ୍ରେମା ପ୍ରଧାନ, ବିଜୟ ଜେନା, ଧନଞ୍ଜୟ ଶତପଥି ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ଶେଷରେ ଉପ ସଭାପତି  ପ୍ରଭାତ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like