-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଏନ‌ଏସିର ବିଭିନ୍ନ ସ୍ଥାନରେ ଭୋଟର ତାଲିକା ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ସଚେତନତା କାର୍ଯ୍ୟକ୍ରମ

24-Nov-2024



ରେଢ଼ାଖୋଲ(ଅନିଲ ପୃଷ୍ଟି) ରାଜ୍ୟ ନିର୍ବାଚନ ଅଧିକାରୀ ଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ରେ ଗତ ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ପାଇଁ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କରାଯାଇଉଛି । ଏହି ଅବସରରେ ରବିବାର ସକାଳେ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନ‌ଏସିର ରଥସାହି , ପୋଡାବଲଣ୍ଡା , ଆମ୍ବପାଲ ଓ ଡିମିରିକୁଦା ଠାରେ ରେଢ଼ାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପଥପ୍ରାନ୍ତ ନାଟକ ଜରିଆରେ ଜନ ସାଧାରଣଙ୍କୁ ସଚେତନ କରାଯାଇଥିଲା ।  ଭୋଟର ତାଲିକା ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ଶେଷ ଦିନ ଥିଲା । ଅଠର ବର୍ଷ କିମ୍ବା ଆସନ୍ତା ଜାନୁଆରୀ ରେ ଅଠର ବର୍ଷ ହେବାକୁ ଥିବା ନାଗରିକ ମାନେ ସେମାନଙ୍କର ନାମ ଭୋଟର ଲିଷ୍ଟ ରେ ପଞ୍ଜିକରଣ କରିପାରିବେ ।‌ ଏବଂ ଅନ୍ୟମାନେ ନାମ  , ଠିକଣା ଭୁଲ ଥିଲେ ତାର ସଂଶୋଧନ କରିପାରିବେ ଏନେଇ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ବୁଥରେ ଅଧିକାରୀ ମାନେ ମଧ୍ୟ ସକାଳ ୧୦ ଟାରୁ ୫ ଟା ପର୍ଯ୍ୟନ୍ତ ରହିଥିଲେ ।‌ ଏହି ସଚେତନତା କାର୍ଯ୍ୟକ୍ରମ ଟି କରୁଣାକର ପ୍ରଧାନ ନୃତ୍ୟ ଦଳ ପକ୍ଷରୁ ପରିବେଷିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like