-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ସୋନପୁର ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

25-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ବିଜୁପଟ୍ଟନାୟକ ମହିଳା ମହାବିଦ୍ୟାଳୟ ପରିସରରେ "ଷଷ୍ଠ ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି" ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ  ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ ସୋନପୁର ଜିଲ୍ଲାର ବିଭିନ୍ନ ବ୍ଲକରୁ ପ୍ରାୟ ୫୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି ଶ୍ରୀମଦ୍ଭଗବତଗୀତାର ଚତୁର୍ଥ ଅଧ୍ୟାୟ ଆବୃତ୍ତି କରିଥିଲେ । ସୋନପୁର ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ରେଣୁକା ମିଶ୍ର ଦୀପ ପ୍ରଜ୍ବଳନ ପୂର୍ବକ ପ୍ରତିଯୋଗିତା ଉଦ୍ଘାଟନ କରିଥିଲେ । ଆକାଶ ବିଶ୍ବାଳଙ୍କ ସଂଯୋଜନାରେ ଆୟୋଜିତ ଏହି ପ୍ରତିଯୋଗୀତାରେ କ' ବିଭାଗରୁ ସ୍ୱୟଂପ୍ରଭା ମିଶ୍ର,ସୁଲଗ୍ନା କଣ୍ଟା, ରାଜରଘୁବୀର ମିଶ୍ର ଖ' ବିଭାଗରୁ ସିମ୍ରନ ସାହୁ,ପ୍ରତ୍ୟୁଷା ପି.ଦାସ,ଦିବ୍ୟ ପଣ୍ଡା ,ଗ' ବିଭାଗରୁ ଆଦେଶ ଥନାପତି,ଯସ୍ମୀନ ଆଚାର୍ଯ୍ୟ,ତ୍ରିଷ୍ଣା ତମାନ୍ନା ଗୁରୁ ଓ ଘ'ବିଭାଗରୁ ଲଷ୍ମୀପ୍ରିୟା ପଧାନ,ଅର୍ପିତା ସୁମନ ମହାନ୍ତି,ଅଙ୍କିତା ସାହୁ ପୁରସ୍କୃତ ହୋଇ ଆସନ୍ତା ଡ଼ିସେମ୍ବର ୨୬ ରେ ହରିହରାନନ୍ଦ ଗୁରୁକୁଳମ, ବାଲିଘାଇ ,ପୁରୀରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗୀତାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ତରଭା ଏନଏସି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶମ୍ଭୁ ଭୂଷଣ ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ସଂସ୍କୃତ ଅଧ୍ୟାପକ ଶ୍ରୀଯୁକ୍ତ କୈଳାଶଚନ୍ଦ୍ର ଚାନ୍ଦ  ମୁଖ୍ୟବକ୍ତା ରୂପେ ଯୋଗଦେଇ  ଆଜିର ଯୁବସମାଜ ହିଁ ଏକ ସଂବୃଦ୍ଧ ଭାରତ ଗଠନରେ ସହାୟକ ହୋଇ ପାରିବେ ବୋଲି କହିଥିଲେ l ସୋନପୁର ଜିଲ୍ଳାର ସୁନାମଧନ୍ୟ ସଂସ୍କୃତ ବିଦ୍ୱାନ ତଥା ଗୀତାପ୍ରେମୀ ଯଥା ଡ଼. ସୁରେଶ କୁମାର ପଣ୍ଡା,ପଦ୍ମନାଭ ନନ୍ଦ,ସୋମିତ୍ରୀ ନାୟକ,ଲକ୍ଷ୍ମୀନାରାୟଣ ପୂଜାହାରି, ସନ୍ତୋସିନୀ ନାୟକ,ସାବିତ୍ରୀ ବର୍ମା,ହରିଶ୍ଚନ୍ଦ୍ର ହୋତା,  ସଂଜୁରାଣୀ ସିଂ,କୃଷ୍ଣଚନ୍ଦ୍ର ରଥ,ଡ଼ଃ ପଦ୍ମନାଭ ମେହେର,ଡ଼ଃ ସୁରେଶ ଚନ୍ଦ୍ର ପଧାନ,ନିତ୍ୟାନନ୍ଦ ପଧାନ ପ୍ରମୁଖ ବିଚାରପତି ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ । ପ୍ରଜ୍ଞାନ ମିଶନର କାର୍ଯ୍ୟକର୍ତ୍ତା ଶ୍ରୀବାଳଗୋପାଳ ଚାନ୍ଦ ଓ ସହସ୍ରାଂସୁ ପଟ୍ଟନାୟକ ପୁରସ୍କାର ବିତରଣରେ ସାହାଯ୍ୟ କରିଥିଲେ । ଗୀତା ଆବୃତ୍ତି ପ୍ରତିଯୋଗିତା ଦ୍ୱାରା ଶିଶୁମାନଙ୍କ ମନରେ ଭାରତୀୟ ସଂସ୍କୃତି ଓ ବିଚାରାଧାରାର ଉଦ୍ରେକ ହେଉଥିବାରୁ ବରେଣ୍ୟ ଅତିଥିଗଣ ପ୍ରଜ୍ଞାନ ମିଶନର ଭୁୟସୀ ପ୍ରଶଂସା କରିଥିଲେ । ପ୍ରଜ୍ଞାନ ମିଶନର ଜିଲ୍ଲା ସଂଯୋଜକ ଶ୍ରୀ ଅଚ୍ୟୁତାନନ୍ଦ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶ୍ରୀ ଲୋକେଶ ଚନ୍ଦ୍ର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like