-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

ଶିକ୍ଷକ ବସନ୍ତ ମହାପାତ୍ର ଙ୍କ ପ୍ରତି ପ୍ରତି ହୋଇଥିବା ଅମାନୁଷିକ ଏବଂ ବେଆଇନ କାର୍ଯ୍ୟାନୁଷ୍ଠାନର ତଦନ୍ତ କେବେ?

25-Nov-2024



(ପ୍ରେରଣା ଖବର )
ଲାଞ୍ଜିଗଡ ବ୍ଲକ ଭୂର୍ଟିଗଡ ସରକାରୀ ଉଚ୍ଚ  ପ୍ରାଥମିକ ବିଦ୍ୟାଳୟ ରେ କାର୍ଯ୍ୟରତ ପୂର୍ବତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଚଳିତ ବର୍ଷ ଏପ୍ରିଲ ମାସରେ ଲାଞ୍ଜିଗଡ ବ୍ଲକ ଶିକ୍ଷା ଅଧିକାରୀ କୌଣସି କାରଣ କୁ ନେଇ ନିଲମ୍ବନ କରିଥିଲେ ଏବଂ ଗତ ୧୫/୧୦/୨୪ ରିଖ ଉକ୍ତ ଶିକ୍ଷକ ଙ୍କ ମୃତ୍ୟୁ ଘଟିଛି,କିନ୍ତୁ  ଗତ  ଏପ୍ରିଲ ମାସରେ ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଶିକ୍ଷକ ଜଣକ ସମ୍ପୂର୍ଣ୍ଣ ଭାବରେ ନିର୍ବାଚନ କମିଶନର ଙ୍କ ଅଧୀନରେ ଥିବା ବେଳେ କେଉଁ କ୍ଷମତା ବଳରେ ନିର୍ବାଚନ କମିଶନର ଙ୍କ କ୍ଷମତା କୁ ନୀଚ ଦେଖାଇ  ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଲାଞ୍ଜିଗଡ ବ୍ଲକ ଶିକ୍ଷ୍ୟା ଅଧିକାରୀ ତାଙ୍କୁ ବେଆଇନ ଭାବରେ ନିଲମ୍ବନ କରିଥିବା ସୂଚନା ମିଲିଛି  ଏବଂ ନିଲମ୍ବନ ପରେ ତିନି ମାସ ପର୍ଯ୍ୟନ୍ତ ଉକ୍ତ ରୋଗଗ୍ରସ୍ତ ଶିକ୍ଷକଙ୍କୁ ଦରମା ନ ଦେବା ଫଳରେ ତାଙ୍କ ଚିକିତ୍ସା ରେ ବିଳମ୍ବ ଘଟିଥିବା ଜଣା ପଡିଛି, ଉକ୍ତ ଶିକ୍ଷକ ଙ୍କୁ ତାଙ୍କର କିଡନୀ ଓ ହାର୍ଟ ଏବଂ ସୁଗର ଭଳି ଅନେକ ଦୁରାରୋଗ୍ୟ ରଚିକିତ୍ସା ପାଇଁ ମାସିକ ଲକ୍ଷ୍ୟା ଧିକ ଟଙ୍କା ର ବ୍ୟୟ ବହୁଳ ଚିକିତ୍ସା ସମୟ ରେ ତାଙ୍କୁ ଦରମା ନ ମିଳିବା କାରଣ ରୁ ଶିକ୍ଷକ ଙ୍କ ମୃତ୍ୟୁ  କାରଣ ବୋଲି ଅଭିଯୋଗ କରିଛନ୍ତି ସମାଜ ସେବି ଦୁର୍ଯ୍ୟୋଧନ କୁମାର  ଏବଂ  ଶିକ୍ଷକ ଙ୍କୁ ନିଲମ୍ବନ କରି ୬  ମାସରୁ ଉର୍ଦ୍ଧ ସମୟ ବିତି ଯାଇ ଥିଲେ ମଧ୍ୟ ନିଷ୍ଠୁର ଅହଙ୍କାରୀ ଅର୍ଥ ଲୋଭି ବିଇଓ ଲାଞ୍ଜିଗଡ  ପୁନଃ ନିଯୁକ୍ତି ନିଯୁକ୍ତି ନ କରିବା ଏହା  ଖୋଲାଖୋଲି ଭାବରେ ମାନବ ଅଧିକାର ଆଇନ ର ଉଲଂଘନ କରାଯାଇଥିବା  ଅଭିଯୋଗ ହୋଇଛି ଏଣୁ ଏ ଦିଗରେ ଉଚ୍ଚ ସ୍ତରୀୟ ଏକ କ୍ଷମତା ସମ୍ପନ୍ନ କମିଟି ଦ୍ଵାରା ଏହାର  ତଦନ୍ତ କରାଗଲେ ଏଭଳି  ଜଘନ୍ୟ କାର୍ଯ୍ୟ ରେ ସଂପୃକ୍ତ ଥିବା ଅଧିକାରୀ  ଓ କର୍ମ ଚାରି ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ପାଇଁ  ଶ୍ରୀ କୁମାର ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026

You Might Also Like