-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ଖଳିସାହିରୁ ୧୦ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ମହିଳା ଗିରଫ

08-Jan-2021



ଖଣ୍ଡପଡା,(ପ୍ରଦୀପ କୁମାର ପଣ୍ଡା)-ଖଣ୍ଡପଡା ବ୍ଳକ ଅଧିନ ଖଳିସାହି- କୋଟପୋଖରୀ ରାସ୍ତା ପାଶ୍ୱର୍ରେ ଡଃ ଆବିଦ ହୁସେନଙ୍କ ଘରେ ଭଡା ରହୁଥିବା ଜଣେ ମହିଳାଙ୍କ ନିକଟରୁ କେନ୍ଦ୍ରାଚଂଳ ଅବକାରୀ ଗୁଇନ୍ଦା ବିଭାଗ, କଟକ ଟିମ ଶୁକ୍ରବାର ପୂର୍ବାହ୍ନରେ ଅଚାନକ ଚଢାଉ କରି ୧୦ ଲକ୍ଷରୁ ଉର୍ଦ୍ଧ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିବା ସହ ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ଲକି ସ୍ୱାଇଁ(୨୩) ନାମ୍ନି ଜଣେ ମହିଳାଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଥିବା ଜଣାଯାଇଛି । କେନ୍ଦ୍ରାଚଂଳ ଗୁଇନ୍ଦା ବିଭାଗ ଆଇଆଇସି ଜଗଦୀଶ ଚନ୍ଦ୍ର ସାମଲଙ୍କ ନେତୃତ୍ୱରେ ଅବକାରୀ ଟିମ ଖଳିସାହି ଗ୍ରାମରେ ଚଢାଉ କରିଥିଲା । ଉକ୍ତ ମହିଳାଙ୍କ ନିକଟରୁ ୧୦୧ ଗ୍ରାମ ଓଜନର ବ୍ରାଉନସୁଗାର ଅବକାରୀ ଟିମ୍ ଜବତ କରିଥିବା ଜଣାଯାଇଛି । ଉକ୍ତ ମହିଳାଙ୍କ ସ୍ୱାମୀ ଶେଖ ନିୁଜାମଉଦ୍ଦିନ ଜଣେ ପେଶାଦାର ଅପରାଧୀ ବୋଲି ଜଣାପଡିଛି । ଚଢାଉ ସମୟରେ ଶେଖ୍ ନିଜାମଉଦ୍ଦିନ ଘରେନଥିବା ଅବକାରୀ ଟିମ ସୂଚନା ଦେଇଛି । ଗତ କିଛିମାସ ଧରି ଶେଖ୍ ନିଜାମଉଦ୍ଦିନ ଉକ୍ତ ଡ଼ାକ୍ତରଙ୍କ ଘର ଭଡା ନେଇ ସପରିବାର ସହ ରହୁଥିଲା । ବିଳମ୍ବିତ ରାତିରେ ଉକ୍ତ ଭଡାଘରକୁ ଅନେକ ଅଜଣା ଅପରିଚିତ ଲୋକମାନଙ୍କ ଯିବାଆସିବା ଲାଗି ରହୁଥିବା ସ୍ଥାନୀୟ ବାସିନ୍ଦାଙ୍କ ସୁତ୍ରରୁ ଜଣାପଡିଛି । ଖଳିସାହି, ମର୍ଦ୍ଦରାଜପୁର, ଖଣ୍ଡପଡା, କଂଟିଲୋ ଓ ବାହାଡା ଅଂଚଳରେ ବ୍ରାଉନସୁଗାର କାରବାର ଦିର୍ଘବର୍ଷ ଧରି ଚାଲିଥିବା ନେଇ ସାଧାରଣରେ ଉଠିଥିବା ଅଭିଯୋଗର ସତ୍ୟତା ଥିବା ନେଇ ଉପରୋକ୍ତ ଘଟଣାରୁ ସ୍ପଷ୍ଟ ବାରି ହୋଇପଡୁଛି । ଏ ନେଇ ଅବକାରୀ ଟିମ ଅଧିକ ଖୋଲତାଡ କଲେ ଖଳିସାହି ଅଂଚଳରେ ଚାଲିଥିବା ବ୍ରାଉନସୁଗାର ର‌୍ୟାକେଟର ପର୍ଦ୍ଦାଫାସ ହୋଇପାରିବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ଏନେଇ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ଶ୍ରୀ ସାମଲଙ୍କଠାରୁ ପ୍ରକାଶ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like