-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଶିକ୍ଷକ ବସନ୍ତ ମହାପାତ୍ର ଙ୍କ ପ୍ରତି ପ୍ରତି ହୋଇଥିବା ଅମାନୁଷିକ ଏବଂ ବେଆଇନ କାର୍ଯ୍ୟାନୁଷ୍ଠାନର ତଦନ୍ତ କେବେ?

25-Nov-2024



(ପ୍ରେରଣା ଖବର )
ଲାଞ୍ଜିଗଡ ବ୍ଲକ ଭୂର୍ଟିଗଡ ସରକାରୀ ଉଚ୍ଚ  ପ୍ରାଥମିକ ବିଦ୍ୟାଳୟ ରେ କାର୍ଯ୍ୟରତ ପୂର୍ବତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଚଳିତ ବର୍ଷ ଏପ୍ରିଲ ମାସରେ ଲାଞ୍ଜିଗଡ ବ୍ଲକ ଶିକ୍ଷା ଅଧିକାରୀ କୌଣସି କାରଣ କୁ ନେଇ ନିଲମ୍ବନ କରିଥିଲେ ଏବଂ ଗତ ୧୫/୧୦/୨୪ ରିଖ ଉକ୍ତ ଶିକ୍ଷକ ଙ୍କ ମୃତ୍ୟୁ ଘଟିଛି,କିନ୍ତୁ  ଗତ  ଏପ୍ରିଲ ମାସରେ ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଶିକ୍ଷକ ଜଣକ ସମ୍ପୂର୍ଣ୍ଣ ଭାବରେ ନିର୍ବାଚନ କମିଶନର ଙ୍କ ଅଧୀନରେ ଥିବା ବେଳେ କେଉଁ କ୍ଷମତା ବଳରେ ନିର୍ବାଚନ କମିଶନର ଙ୍କ କ୍ଷମତା କୁ ନୀଚ ଦେଖାଇ  ଶିକ୍ଷକ ବସନ୍ତ କୁମାର ମହାପାତ୍ର ଙ୍କୁ ଲାଞ୍ଜିଗଡ ବ୍ଲକ ଶିକ୍ଷ୍ୟା ଅଧିକାରୀ ତାଙ୍କୁ ବେଆଇନ ଭାବରେ ନିଲମ୍ବନ କରିଥିବା ସୂଚନା ମିଲିଛି  ଏବଂ ନିଲମ୍ବନ ପରେ ତିନି ମାସ ପର୍ଯ୍ୟନ୍ତ ଉକ୍ତ ରୋଗଗ୍ରସ୍ତ ଶିକ୍ଷକଙ୍କୁ ଦରମା ନ ଦେବା ଫଳରେ ତାଙ୍କ ଚିକିତ୍ସା ରେ ବିଳମ୍ବ ଘଟିଥିବା ଜଣା ପଡିଛି,

ଉକ୍ତ ଶିକ୍ଷକ ଙ୍କୁ ତାଙ୍କର କିଡନୀ ଓ ହାର୍ଟ ଏବଂ ସୁଗର ଭଳି ଅନେକ ଦୁରାରୋଗ୍ୟ ରଚିକିତ୍ସା ପାଇଁ ମାସିକ ଲକ୍ଷ୍ୟା ଧିକ ଟଙ୍କା ର ବ୍ୟୟ ବହୁଳ ଚିକିତ୍ସା ସମୟ ରେ ତାଙ୍କୁ ଦରମା ନ ମିଳିବା କାରଣ ରୁ ଶିକ୍ଷକ ଙ୍କ ମୃତ୍ୟୁ  କାରଣ ବୋଲି ଅଭିଯୋଗ କରିଛନ୍ତି ସମାଜ ସେବି ଦୁର୍ଯ୍ୟୋଧନ କୁମାର  ଏବଂ  ଶିକ୍ଷକ ଙ୍କୁ ନିଲମ୍ବନ କରି ୬  ମାସରୁ ଉର୍ଦ୍ଧ ସମୟ ବିତି ଯାଇ ଥିଲେ ମଧ୍ୟ ନିଷ୍ଠୁର ଅହଙ୍କାରୀ ଅର୍ଥ ଲୋଭି ବିଇଓ ଲାଞ୍ଜିଗଡ  ପୁନଃ ନିଯୁକ୍ତି ନିଯୁକ୍ତି ନ କରିବା ଏହା  ଖୋଲାଖୋଲି ଭାବରେ ମାନବ ଅଧିକାର ଆଇନ ର ଉଲଂଘନ କରାଯାଇଥିବା  ଅଭିଯୋଗ ହୋଇଛି ଏଣୁ ଏ ଦିଗରେ ଉଚ୍ଚ ସ୍ତରୀୟ ଏକ କ୍ଷମତା ସମ୍ପନ୍ନ କମିଟି ଦ୍ଵାରା ଏହାର  ତଦନ୍ତ କରାଗଲେ ଏଭଳି  ଜଘନ୍ୟ କାର୍ଯ୍ୟ ରେ ସଂପୃକ୍ତ ଥିବା ଅଧିକାରୀ  ଓ କର୍ମ ଚାରି ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ପାଇଁ  ଶ୍ରୀ କୁମାର ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like