-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ରସମୁଣ୍ତାରେ ଅଖଣ୍ତ ଛପନ ପ୍ରହର ନାମଯଜ୍ଞ ଉଦଯାପିତ

25-Nov-2024



ପାଇକମାଲ: ପାଇକମାଲ ବ୍ଳକ ଭେଙ୍ଗରାଜପୁର ପଞ୍ଚାୟତ ରସମୁଣ୍ତା ମାଁ ଲକ୍ଷ୍ମୀ ରାଇସ ମିଲ ଦ୍ବାରା ଆୟୋଜିତ ଅଖଣ୍ତ ଛପନ ପ୍ରହର ନାମଯଜ୍ଞ ଆଜି ରବିବାର ଦିନ ଉଦଯାପିତ ହୋଇ ଯାଇଛି । ଏହି ନାମଯଜ୍ଞ ୧୭ ତାରିଖ ଆରମ୍ଭ  ୨୪ ତାରିଖ ଦୀର୍ଘ ସାତ ଦିନଧରି ଯଜ୍ଞର ପୂର୍ଣ୍ଣାହୁତି ପଡିଛି । ମାଁ ଲକ୍ଷ୍ମୀ ରାଇସ ମିଲ ପ୍ରୟୋଜକ ପରମାନନ୍ଦ ଅଗ୍ରୱାଲଙ୍କ ଦୀର୍ଘ ୨୭ ବର୍ଷ ମିଲର ପରିଚିଳନା କରିଥିବାରୁ ତାଙ୍କର ଏକ ମାନସିକ ଏହି ଅଖଣ୍ତ ଛପନ ପ୍ରହର ନାମଯଜ୍ଞକୁ ସୁଚାରୁ ରୂପେ ସମ୍ପାଦନ କରିଛନ୍ତି । ନାମଯଜ୍ଞ କର୍ତ୍ତା ଭାବେ ମନୀଷ ଅଗ୍ରୱାଲ ଓ ଧର୍ମପତ୍ନୀ ଶ୍ରୀମତୀ ବିନ୍ଦିଆ ଅଗ୍ରୱାଲ ବସିଥିବା ବେଳେ ପଣ୍ଡିତ କାମାକ୍ଷା ପ୍ରସାଦ ଯୋଶୀ,ନବଘନ ଦାଶ,ପିଣ୍ଟୁ ମିଶ୍ର, ଶିଶିର ମିଶ୍ର ପ୍ରମୁଖ ସାତଦିନ ଧରି ନାମଯଜ୍ଞର ପୂଜାକାର୍ୟ୍ଯ ସମ୍ପାଦନ କରିଥିଲେ । ଏହି ଅଖଣ୍ତ ଛପନ ପ୍ରହର ନାମଯଜ୍ଞରେ ପଚିଶ ୨୫ ଗୋଟି ସଂକୀର୍ତ୍ତନ ଦଳ ଭାଗ ନେଇ ଥିବାବେଳେ, ନାମଯଜ୍ଞର ପୂର୍ଣ୍ଣାହୁତି  ସମାପନ ପରେ ନାମଯଜ୍ଞ ପରିଚାଳନା କମିଟିର ସଭାପତି ପାତାଳ ସାହୁଙ୍କ ସଭାପତିତ୍ବ ସଂକୀର୍ତ୍ତନ ବୈଠକି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବୈଠକି କାର୍ଯ୍ୟକ୍ରମରେ ସମସ୍ତ ସଂକୀର୍ତ୍ତନ ଦଳକୁ ପ୍ରଯୋଜକ  ପରମା ନନ୍ଦ ଅଗ୍ରୱାଲ ଓ ନାମଯଜ୍ଞ ପରିଚାଳନାର କମିଟିର ସଦସ୍ଯ ବୃନ୍ଦ ଉପଢୌକନ ଓ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ନାମଯଜ୍ଞ ଉଦଯାପନୀ ଉତ୍ସବରେ ଆଖପାଖ

ଅଞ୍ଚଳରୁ ପ୍ରବଳ ଜନ ସମାଗମ ହୋଇଥିବା ସ୍ଥଳେ ପ୍ରତ୍ଯେକ ଭକ୍ତଙ୍କୁ ଅନ୍ନଭୋଗ ବଣ୍ଟନ କରା ଯାଇଥିଲା  । ଏହି ଅଖଣ୍ତ ଛପନ ପ୍ରହର ନାମଯଜ୍ଞର ପରିଚାଳନା କମିଟିର ସଦସ୍ଯ ପାତାଳ ସାହୁ,ସୁରେନ୍ଦ୍ର ପ୍ରତାପ ସିଂହ ବରିହା,ରଶ୍ମିରଞ୍ଜନ ବରିହା,ହୁତାସନ ପାଣ୍ତେ,ଉମାକାନ୍ତ ଶତପଥୀ,ସୁବୋଧ କୁମାର ବଡପଣ୍ତା,ସୁଦାମ ଚରଣ ସେଠୀ,ପୀତବାସ ସାହୁ,ବିନୋଦ ବିହାରୀ ବିଶ୍ବାଳ,ଅଶୋକ ଭୋଇ,ବାଜିବନ ନାଏକ,ସୌକିଲାଲ ପ୍ରଧାନ ପ୍ରମୁଖ ଶାନ୍ତ ଶୃଙ୍ଖଳା ସହିତ ସମାପନ କରିଥିଲେ । ନାମଯଜ୍ଞରେ ଅଞ୍ଚଳ  ଜନ ସାଧାରଣ ବହୁମାତ୍ରାରେ ଯୋଗଦେଇ ନାମଯଜ୍ଞକୁ ସଫଳ କରିଥିବାରୁ ପ୍ରଯୋଜକ ପରମାନନ୍ଦ ଅଗ୍ରୱାଲ ଧନ୍ୟବାଦ ଦେଇଥିଲେ ।

(ଦୁଷ୍ମନ୍ତ ଖମାରୀ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like