-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ରୌପ୍ୟ ଜୟନ୍ତୀ ସମାରୋହ ଡୁଙ୍ଗୁରୀପାଲି ବ୍ଲକ ରେ ପଏଁରୀ ତିହାର ସାଂସ୍କୃତିକ କାର୍ଯ୍ୟକ୍ରମ

25-Nov-2024



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀର ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ସମାରୋହ ପାଇଁ ବ୍ୟାପକ ସଜବାଜ ଆରମ୍ଭ ହୋଇଯାଇଛି । ଏହି ଅବସରରେ ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ପଏଁରୀ ଅନୁଷ୍ଠାନ ଏକ ନିଆରା ପଦକ୍ଷେପ ନେଇ ଡୁଙ୍ଗୁରୀପାଲି ବ୍ଲକରେ ପଣ୍ଡକିଟାଲ ଠାରେ ପଏଁରୀ ତିହାରର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ଧୁମଧାମରେ ପାଳନ କରାଯାଇଥିଲା । ଡୁଙ୍ଗୁରୀପାଲି ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ରମେଶ ପଧାନଙ୍କ ସଭାପତିତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ପଏଁରି ତିହାରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ସୂଚନା ପ୍ରଦାନ କରିଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ମକରଧ୍ୟଜ ସାହୁ, ଉପାଧ୍ୟକ୍ଷ, ଡୁଙ୍ଗୁରୀପାଲି ବ୍ଲକ, ଶ୍ରୀ ଗଣେଷ ଭୋଇ, ଜିଲ୍ଲା ପରିଷଦ ସଭ୍ୟ, ରାମପୁର ଜୋନ, ଶ୍ରୀ ଶ୍ରବଣ ପଧାନ, ଆଇନଜୀବି ଓ ଆରଏସଏସ ସଦସ୍ୟ, ଗୋବିନ୍ଦ ସେଠ, ସରପଂଚ, ପଣ୍ଡିକିଟାଲ, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ରମେଶ ପଧାନଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା । ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳାକୁ ପରିବେଷଣ କରିଥିଲେ । କଳାକାର ମାନେ ଡଁଡ, ସଂଚାର, ସମ୍ପ୍ରଦା, କରମସାନି, ତାଳ ସମ୍ପ୍ରଦା, ଭାରତ ଲୀଳା, ଭାଗବତ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ପ୍ରଥମେ ଉପ-ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ନାଏକ ସ୍ୱାଗତ ଭାଷଣ ଦେଇଥିବା ବେଳେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ୟ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like